Biblia Todo Logo
Bib sou entènèt

- Piblisite -




ଯିରିମୀୟ 6:27 - ପବିତ୍ର ବାଇବଲ

27 “ହେ ଯିରିମିୟ, ଆମ୍ଭେ ତୁମ୍ଭକୁ ଜଣେ ପରୀକ୍ଷକ ଓ ନିର୍ମଳ ରୂପେ ନିଯୁକ୍ତ କରିଅଛୁ, ତୁମ୍ଭେ ଯେପରି ମୋ’ ଲୋକମାନଙ୍କୁ ପରୀକ୍ଷା କରି ସେମାନଙ୍କର ପଥ ଜ୍ଞାତ ହୋଇ ପାରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ତୁମ୍ଭେ ଯେପରି ଆମ୍ଭ ଲୋକମାନଙ୍କର ପଥ ଜ୍ଞାତ ହୋଇ ପରୀକ୍ଷା କରି ପାରିବ, ଏଥିପାଇଁ ଆମ୍ଭେ ସେମାନଙ୍କ ମଧ୍ୟରେ ତୁମ୍ଭକୁ ଏକ ଉଚ୍ଚ ଗୃହ ଓ ଦୁର୍ଗସ୍ଵରୂପ କରିଅଛୁ।

Gade chapit la Kopi

ଓଡିଆ ବାଇବେଲ

27 ତୁମ୍ଭେ ଯେପରି ଆମ୍ଭ ଲୋକମାନଙ୍କର ପଥ ଜ୍ଞାତ ହୋଇ ପରୀକ୍ଷା କରି ପାରିବ, ଏଥିପାଇଁ ଆମ୍ଭେ ସେମାନଙ୍କ ମଧ୍ୟରେ ତୁମ୍ଭକୁ ଏକ ଉଚ୍ଚ ଗୃହ ଓ ଦୁର୍ଗସ୍ୱରୂପ କରିଅଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 “ତୁମ୍ଭେ ଯେପରି ଆମ୍ଭ ଲୋକମାନଙ୍କର ପଥ ଜ୍ଞାତ ହୋଇ ପରୀକ୍ଷା କରି ପାରିବ, ଏଥିପାଇଁ ଆମ୍ଭେ ସେମାନଙ୍କ ମଧ୍ୟରେ ତୁମ୍ଭକୁ ଏକ ଉଚ୍ଚ ଗୃହ ଓ ଦୁର୍ଗ ସ୍ୱରୂପ କରିଅଛୁ।

Gade chapit la Kopi




ଯିରିମୀୟ 6:27
6 Referans Kwoze  

କାରଣ ଦେଖ, ଆଜି ତୁମ୍ଭକୁ ଆମ୍ଭେ ସମଗ୍ର ଦେଶ, ଯିହୁଦାର ରାଜଗଣ, ତହିଁର ଅଧିପତିଗଣ, ତହିଁର ଯାଜକଗଣ ଓ ଦେଶସ୍ଥ ଲୋକମାନଙ୍କ ବିରୁଦ୍ଧରେ ଏକ ଦୃଢ଼ ନଗର, ଲୌହସ୍ତମ୍ଭ ଓ ପିତ୍ତଳର ପ୍ରାଚୀର ସ୍ୱରୂପ କଲୁ।


ପୁଣି ଆମ୍ଭେ ଏହି ଲୋକମାନଙ୍କ ନିକଟରେ ତୁମ୍ଭକୁ ପିତ୍ତଳର ଦୃଢ଼ ପ୍ରାଚୀର ସ୍ୱରୂପ କରିବା। ସେମାନେ ତୁମ୍ଭ ସହ ଯୁଦ୍ଧ କରିବେ, ମାତ୍ର ତୁମ୍ଭକୁ ପରାଜୟ କରି ପାରିବେ ନାହିଁ।” କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭକୁ ସାହାଯ୍ୟ କରିବାକୁ ଓ ତୁମ୍ଭକୁ ଉଦ୍ଧାର କରିବାକୁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।


“ହେ ମନୁଷ୍ୟ ପୁତ୍ର, ତୁମ୍ଭେ କ’ଣ ଏହି ରକ୍ତପାତ ନଗରୀର ବିଗ୍ଭର କରିବ? ତେବେ ତାହାର ଘୃଣାଯୋଗ୍ୟ ସମସ୍ତ କ୍ରିୟା ଏହାକୁ ଜ୍ଞାତ କରାଅ।


ହେ ମନୁଷ୍ୟ ପୁତ୍ର, ତୁମ୍ଭେ କ’ଣ ସେମାନଙ୍କର ବିଗ୍ଭର କରିବ? ସେମାନଙ୍କର ପିତୃପୁରୁଷମାନଙ୍କର ଘୃଣାଯୋଗ୍ୟ କ୍ରିୟାସବୁ ସେମାନଙ୍କୁ ଜ୍ଞାତ କରାଅ।


ତେଣୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେପରି ଜଣେ ଶ୍ରମିକ ଧାତୁର ଶୁଦ୍ଧତା ଜାଣିବା ପାଇଁ ଅଗ୍ନିରେ ତରଳାଏ, ସେହିପରି ଆମ୍ଭେ ସେମାନଙ୍କୁ ପରୀକ୍ଷା କରିବା। ଆମ୍ଭ ଲୋକମାନେ ପାପ କରିଥିବା ହେତୁ ଆଉ ଆମ୍ଭେ କ’ଣ କରି ପାରିବା?


Swiv nou:

Piblisite


Piblisite