ଯିରିମୀୟ 6:28 - ପବିତ୍ର ବାଇବଲ28 ସେମାନେ ଅତ୍ୟନ୍ତ ଅବାଧ୍ୟ, ଗ୍ଭରିଆଡ଼େ ସେମାନେ ନିନ୍ଦାଗାନ କରନ୍ତି। ସେମାନେ ପିତ୍ତଳ ଓ ଲୁହାପରି, ସେମାନେ ସମସ୍ତେ ଦୁର୍ନୀତିଗ୍ରସ୍ତ ଭାବରେ କାମ କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)28 ସେସମସ୍ତେ ଦାରୁଣ ଅବାଧ୍ୟ, ଚାରିଆଡ଼େ ନିନ୍ଦା ଘେନି ବୁଲନ୍ତି; ସେମାନେ ପିତ୍ତଳ ଓ ଲୁହା ପରି ; ସେସମସ୍ତେ ଭ୍ରଷ୍ଟାଚାରୀ। Gade chapit laଓଡିଆ ବାଇବେଲ28 ସେସମସ୍ତେ ଦାରୁଣ ଅବାଧ୍ୟ, ଚାରିଆଡ଼େ ନିନ୍ଦା ଘେନି ବୁଲନ୍ତି; ସେମାନେ ପିତ୍ତଳ ଓ ଲୁହା ପରି; ସେସମସ୍ତେ ଭ୍ରଷ୍ଟାଚାରୀ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ସେସମସ୍ତେ ଦାରୁଣ ଅବାଧ୍ୟ, ଚାରିଆଡ଼େ ନିନ୍ଦା ଘେନି ବୁଲନ୍ତି; ସେମାନେ ପିତ୍ତଳ ଓ ଲୁହା ପରି; ସେସମସ୍ତେ ଭ୍ରଷ୍ଟାଚାରୀ। Gade chapit la |
ଅନ୍ୟ ଜାତୀୟମାନେ ତୁମ୍ଭ ଉପରେ କ୍ରୋଧ କରିଥିଲେ, କିନ୍ତୁ ବର୍ତ୍ତମାନ ତୁମ୍ଭ କ୍ରୋଧର ସମୟ ଉପସ୍ଥିତ, ମୃତମାନଙ୍କର ବିଗ୍ଭର ସମୟ ଆସିଛି; ତୁମ୍ଭ ସେବକମାନଙ୍କୁ ଭବିଷ୍ୟଦ୍ବକ୍ତାମାନଙ୍କୁ ପୁରସ୍କାର ଦେବାର ସମୟ ଆସିଛି, ଏବଂ ତୁମ୍ଭକୁ ଭୟ ଓ ସମ୍ମାନ କରୁଥିବା ସାନବଡ଼ ପ୍ରତ୍ୟେକଙ୍କୁ ପୁରସ୍କାର ଦେବାର ସମୟ ଆସିଛି। ପୃଥିବୀକୁ ବିନାଶ କରୁଥିବା ବିନାଶକାରୀଙ୍କର ବିନାଶର ସମୟ ଉପସ୍ଥିତ ହୋଇଛି।”
ମୁଁ ବହୁବାର ଅପବାଦ ଶୁଣିଅଛି। ମୋର ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ଏପରିକି ମୋର ମିତ୍ରମାନେ ମଧ୍ୟ ମୋର ଦୋଷ ଦେଖନ୍ତି ଓ ଲୋକମାନେ ମୋର ତ୍ରୁଟିକୁ ଅପେକ୍ଷା କରନ୍ତି। ସେମାନେ ଅଭିଯୋଗ କରି କହନ୍ତି, “ଆମ୍ଭେମାନେ ଯିରିମିୟଙ୍କ ବିରୁଦ୍ଧରେ ମିଥ୍ୟା ଓ ମନ୍ଦକଥା କହିବା, ତୁମ୍ଭେମାନେ ମଧ୍ୟ ତାହା କହିବ। ତାହାହେଲେ ଆମ୍ଭେମାନେ ତାକୁ ପରାସ୍ତ କରିବା ଓ ତା’ ଉପରେ ପ୍ରତିଶୋଧ ନେଇପାରିବା।”