ଯିରିମୀୟ 6:29 - ପବିତ୍ର ବାଇବଲ29 ସେମାନେ ଭାଟିକୁ ପ୍ରଚଣ୍ଡରୂପେ ଉତ୍ତପ୍ତ କରି ସେଥିରୁ ସୀସା ଖାଦ ବାହାର କରି ଏହାକୁ ବିଶୁଦ୍ଧ କରିବାକୁ ଚେଷ୍ଟା କରୁଛନ୍ତି। ମାତ୍ର ସେମାନେ ବୃଥା ଚେଷ୍ଟା କରୁଛନ୍ତି କାରଣ ଦୁଷ୍ଟମାନେ ଏଠାରୁ ଉତ୍ପାଟିତ ହେଉ ନାହାନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)29 ଭାଟି ପ୍ରଚଣ୍ତ ରୂପେ ତାତୁଛି; ସୀସା ଅଗ୍ନିରେ କ୍ଷୟ ପାଇଅଛି; ସେମାନେ ବୃଥାରେ ଖାଦ ବାହାର କରିବା କାର୍ଯ୍ୟରେ ଲାଗିଅଛନ୍ତି; କାରଣ ଦୁଷ୍ଟମାନେ ଉତ୍ପାଟିତ ହେଉ ନାହାନ୍ତି। Gade chapit laଓଡିଆ ବାଇବେଲ29 ଭାଟି ପ୍ରଚଣ୍ଡ ରୂପେ ତାତୁଛି; ସୀସା ଅଗ୍ନିରେ କ୍ଷୟ ପାଇଅଛି; ସେମାନେ ବୃଥାରେ ଖାଦ ବାହାର କରିବା କାର୍ଯ୍ୟରେ ଲାଗିଅଛନ୍ତି; କାରଣ ଦୁଷ୍ଟମାନେ ଉତ୍ପାଟିତ ହେଉ ନାହାନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଭାଟି ପ୍ରଚଣ୍ଡ ରୂପେ ତାତୁଛି; ସୀସା ଅଗ୍ନିରେ କ୍ଷୟ ପାଇଅଛି; ସେମାନେ ବୃଥାରେ ଖାଦ ବାହାର କରିବା କାର୍ଯ୍ୟରେ ଲାଗିଅଛନ୍ତି; କାରଣ ଦୁଷ୍ଟମାନେ ଉତ୍ପାଟିତ ହେଉ ନାହାନ୍ତି। Gade chapit la |
ତା'ପରେ ଆମ୍ଭେ ସେହି ଏକ ତୃତୀୟାଂଶ ଲୋକଙ୍କୁ ଅଗ୍ନିରେ ପରୀକ୍ଷା କରିବା। ଆମ୍ଭେ ସେମାନଙ୍କୁ ରୂପା ଯେପରି ନିର୍ମଳ ହୁଏ ସେହିପରି ବିଶୁଦ୍ଧ କରିବା। ସୁବର୍ଣ୍ଣକୁ ପରୀକ୍ଷା କଲାପରି ଆମ୍ଭେ ସେହି ଲୋକଙ୍କୁ ପରୀକ୍ଷା କରିବା। ଆମ୍ଭ ନାମ ଧରି ଆମ୍ଭକୁ ସେମାନେ ଡାକିବେ ଏବଂ ଆମ୍ଭେ ସେମାନଙ୍କୁ ଉତ୍ତର ଦେବା, ‘ଏମାନେ ଆମ୍ଭର ଲୋକ’, ଆଉ ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”