Biblia Todo Logo
Bib sou entènèt

- Piblisite -




ଯିରିମୀୟ 6:3 - ପବିତ୍ର ବାଇବଲ

3 ମେଷପାଳକମାନେ ଆପଣା ଆପଣା ପଲ ସଙ୍ଗରେ ନେଇ ତାହା ପାଖକୁ ଆସିବେ, ସେମାନେ ତାହା ବିରୁଦ୍ଧରେ ଚତୁର୍ଦ୍ଦିଗରେ ନିଜ ନିଜ ତମ୍ବୁ ସ୍ଥାପନ କରିବେ। ପ୍ରତ୍ୟେକ ନିଜ ନିଜ ସ୍ଥାନରେ ପଲ ଚରାଇବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ମେଷପାଳକମାନେ ଆପଣା ଆପଣା ପଲ ସଙ୍ଗେ ନେଇ ତାହା ନିକଟକୁ ଆସିବେ; ସେମାନେ ତାହା ବିରୁଦ୍ଧରେ ଚତୁର୍ଦ୍ଦିଗରେ ଆପଣା ଆପଣା ତମ୍ଵୁ ସ୍ଥାପନ କରିବେ; ପ୍ରତ୍ୟେକେ ଆପଣା ଆପଣା ସ୍ଥାନରେ ପଲ ଚରାଇବେ।

Gade chapit la Kopi

ଓଡିଆ ବାଇବେଲ

3 ମେଷପାଳକମାନେ ଆପଣା ଆପଣା ପଲ ସଙ୍ଗେ ନେଇ ତାହା ନିକଟକୁ ଆସିବେ; ସେମାନେ ତାହା ବିରୁଦ୍ଧରେ ଚତୁର୍ଦ୍ଦିଗରେ ଆପଣା ଆପଣା ତମ୍ବୁ ସ୍ଥାପନ କରିବେ; ପ୍ରତ୍ୟେକେ ଆପଣା ଆପଣା ସ୍ଥାନରେ ପଲ ଚରାଇବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମେଷପାଳକମାନେ ଆପଣା ଆପଣା ପଲ ସଙ୍ଗେ ନେଇ ତାହା ନିକଟକୁ ଆସିବେ; ସେମାନେ ତାହା ବିରୁଦ୍ଧରେ ଚତୁର୍ଦ୍ଦିଗରେ ଆପଣା ଆପଣା ତମ୍ବୁ ସ୍ଥାପନ କରିବେ; ପ୍ରତ୍ୟେକେ ଆପଣା ଆପଣା ସ୍ଥାନରେ ପଲ ଚରାଇବେ।

Gade chapit la Kopi




ଯିରିମୀୟ 6:3
8 Referans Kwoze  

ତୁମ୍ଭ ସକାଶେ ଏପରି ସମୟ ଆସୁଛି। ଯେତେବେଳେ କି ତୁମ୍ଭର ଶତ୍ରୁମାନେ ତୁମ୍ଭ ଗ୍ଭରିପଟେ ଗୋଟିଏ ପାଚେରୀ ତିଆରି କରିଦେବେ। ତୁମ୍ଭ ଶତ୍ରୁମାନେ ତୁମ୍ଭକୁ ଫେରିଯାଇ ଅବରୋଧ କରିବେ।


ହେ ଅଶୂରର ରାଜା, ତୁମ୍ଭର ମେଷପାଳକମାନେ ଶୋଇ ପଡ଼ିଲେ। ସେହି ଶକ୍ତିଶାଳୀ ଲୋକମାନେ ଶୋଇଛନ୍ତି। ବର୍ତ୍ତମାନ ତୁମ୍ଭ ଲୋକମାନେ ପର୍ବତ ଉପରେ ବିଛେଇ ହୋଇ ଯାଇଛନ୍ତି। ସେଠାରେ ସେମାନଙ୍କୁ ଫେରାଇ ଆଣିବାକୁ କେହି ଲୋକ ନାହାନ୍ତି।


ଅନେକ ମେଷପାଳକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରିଅଛନ୍ତି। ସେମାନେ ଆମ୍ଭର ଭୂମିକୁ ପଦଦଳିତ କରିଅଛନ୍ତି। ସେମାନେ ଆମ୍ଭର ମନୋରମ ଭୂମିକୁ ଧ୍ୱଂସକରି ପ୍ରାନ୍ତରରେ ପରିଣତ କରିଅଛନ୍ତି।


ତେଣୁ ସଦାପ୍ରଭୁ ଯିହୋୟାକୀ‌ମଙ୍କ ବିରୁଦ୍ଧରେ କ‌ଲ୍‌‌‌ଦୀୟ ସୈନ୍ୟଦଳ, ଅରାମୀୟ ସୈନ୍ୟଦଳ, ମୋୟାବୀୟ ସୈନ୍ୟଦଳ ଓ ଅମ୍ମୋନ-ସନ୍ତାନମାନଙ୍କ ସୈନ୍ୟଦଳ ପ୍ରେରଣ କଲେ। ସଦାପ୍ରଭୁ ଆପଣା ଦାସ ଭବିଷ୍ୟ‌ଦ୍‌ବକ୍ତାମାନଙ୍କ ଦ୍ୱାରା ଯାହା କହିଥିଲେ, ସେହି ବାକ୍ୟାନୁସାରେ ଯିହୁଦାକୁ ବିନାଶ କରିବା ପାଇଁ ତା’ ବିରୁଦ୍ଧରେ ସେମାନଙ୍କୁ ପ୍ରେରଣ କଲେ।


Swiv nou:

Piblisite


Piblisite