ଯିରିମୀୟ 6:4 - ପବିତ୍ର ବାଇବଲ4 “ତୁମ୍ଭେମାନେ ଯିରୁଶାଲମ ବିରୁଦ୍ଧରେ ଯୁଦ୍ଧ ପାଇଁ ପ୍ରସ୍ତୁତ ହୁଅ। ଉଠ, ଆମ୍ଭେମାନେ ମଧ୍ୟାହ୍ନରେ ଆକ୍ରମଣ କରିବା। ହାୟ, କାରଣ ଦିନର ଅବସାନ ହେଉଅଛି। ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭେମାନେ ତାହା ବିରୁଦ୍ଧରେ ଯୁଦ୍ଧ ଆୟୋଜନ କର; ଉଠ, ଆମ୍ଭେମାନେ ମଧ୍ୟାହ୍ନ କାଳରେ ଯାତ୍ରା କରୁ, ହାୟ ହାୟ, କାରଣ ଦିନ ଅବସାନ ହେଉଅଛି, ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି। Gade chapit laଓଡିଆ ବାଇବେଲ4 ତୁମ୍ଭେମାନେ ତାହା ବିରୁଦ୍ଧରେ ଯୁଦ୍ଧ ଆୟୋଜନ କର; ଉଠ, ଆମ୍ଭେମାନେ ମଧ୍ୟାହ୍ନ କାଳରେ ଯାତ୍ରା କରୁ, ହାୟ ହାୟ, କାରଣ ଦିନ ଅବସାନ ହେଉଅଛି, ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 “ତୁମ୍ଭେମାନେ ତାହା ବିରୁଦ୍ଧରେ ଯୁଦ୍ଧ ଆୟୋଜନ କର; ଉଠ, ଆମ୍ଭେମାନେ ମଧ୍ୟାହ୍ନ କାଳରେ ଯାତ୍ରା କରୁ,” “ହାୟ ହାୟ, କାରଣ ଦିନ ଅବସାନ ହେଉଅଛି, ସନ୍ଧ୍ୟାକାଳର ଛାୟା ଦୀର୍ଘ ହେଉଅଛି।” Gade chapit la |
କେତେକ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ଲୋକଙ୍କୁ ମିଥ୍ୟା ବାକ୍ୟ କୁହନ୍ତି। ସଦାପ୍ରଭୁ ସେହି ଭବିଷ୍ୟଦ୍ବକ୍ତାମାନଙ୍କ ସମ୍ବନ୍ଧରେ ଏହି କଥା କୁହନ୍ତି, “ଏହି ଭବିଷ୍ୟଦ୍ବକ୍ତାଗଣ ନିଜର ଉଦର ଦ୍ୱାରା ପରିଗ୍ଭଳିତ ହୁଅନ୍ତି। ଯେଉଁ ଲୋକମାନେ ସେମାନଙ୍କୁ ଖାଦ୍ୟ ଦିଅନ୍ତି ସେହି ଲୋକମାନଙ୍କୁ ଶାନ୍ତି ପ୍ରଦାନ ପାଇଁ ସେମାନେ ପ୍ରତିଜ୍ଞା କରନ୍ତି। କିନ୍ତୁ ଯେଉଁମାନେ ସେମାନଙ୍କୁ ଖାଦ୍ୟ ଦିଅନ୍ତି ନାହିଁ ସେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତି।