ଯିରିମୀୟ 7:11 - ପବିତ୍ର ବାଇବଲ11 ଆମ୍ଭ ନାମରେ ପ୍ରସିଦ୍ଧିଲାଭ କରିଥିବା ଏହି ମନ୍ଦିର ତୁମ୍ଭମାନଙ୍କ ଦୃଷ୍ଟିରେ କ’ଣ ଗ୍ଭେରମାନଙ୍କର ଗହ୍ୱର ହୋଇଅଛି?”’ ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ନିଶ୍ଚୟ ଜାଣିବ ଯେ ଯାହାସବୁ ହେଉଛି ଆମ୍ଭେ ମଧ୍ୟ ଦେଖୁଅଛୁ। Gade chapit laପବିତ୍ର ବାଇବଲ (Re-edited) - (BSI)11 ଆମ୍ଭ ନାମରେ ଖ୍ୟାତ ଏହି ଗୃହ ତୁମ୍ଭମାନଙ୍କ ଦୃଷ୍ଟିରେ କି ଚୋରମାନଙ୍କର ଗହ୍ଵର ହୋଇଅଛି? ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ, ଆମ୍ଭେ ହିଁ ତାହା ଦେଖିଅଛୁ। Gade chapit laଓଡିଆ ବାଇବେଲ11 ଆମ୍ଭ ନାମରେ ଖ୍ୟାତ ଏହି ଗୃହ ତୁମ୍ଭମାନଙ୍କ ଦୃଷ୍ଟିରେ କି ଚୋରମାନଙ୍କର ଗହ୍ୱର ହୋଇଅଛି ? ସଦାପ୍ରଭୁ କହନ୍ତି, ‘ଦେଖ, ଆମ୍ଭେ, ଆମ୍ଭେ ହିଁ ତାହା ଦେଖିଅଛୁ।’ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆମ୍ଭ ନାମରେ ଖ୍ୟାତ ଏହି ଗୃହ ତୁମ୍ଭମାନଙ୍କ ଦୃଷ୍ଟିରେ କି ଚୋରମାନଙ୍କର ଗହ୍ୱର ହୋଇଅଛି? ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ, ଆମ୍ଭେ ହିଁ ତାହା ଦେଖିଅଛୁ। Gade chapit la |
ତେବେ ତୁମ୍ଭେ ଯେଉଁ ସ୍ୱର୍ଗରେ ବାସ କର, ସେଠାରେ ଥାଇ, ସେହି ବିଦେଶୀ ବ୍ୟକ୍ତିର କଥା ଶୁଣ ଓ ତାହାର ପ୍ରାର୍ଥନାରେ ଉତ୍ତର ଦିଅ। ତେବେ ତୁମ୍ଭର ଲୋକ ଇସ୍ରାଏଲ ଯେପରି ତୁମ୍ଭକୁ ସମ୍ମାନ କରନ୍ତି, ସେହିପରି ସାରା ପୃଥିବୀର ଲୋକମାନେ ତୁମ୍ଭର ନାମକୁ ଜାଣିବେ, ଓ ତୁମ୍ଭକୁ ସମ୍ମାନ କରିବେ। ଆଉ, ମୁଁ ନିର୍ମାଣ କରିଥିବା ଏହି ମନ୍ଦିର ଯେ ତୁମ୍ଭ ନାମରେ ନାମିତ, ଏହା ପୃଥିବୀସ୍ଥ ସମସ୍ତ ଲୋକ ଜାଣିବେ।