ଯିରିମୀୟ 7:15 - ପବିତ୍ର ବାଇବଲ15 ଯେପରି ଇଫ୍ରୟିମରୁ ତୁମ୍ଭମାନଙ୍କର ଭାଇମାନଙ୍କୁ ତଡ଼ି ନେଇଥିଲୁ, ସେହିପରି ତୁମ୍ଭମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂରେଇ ଦେବା।’ Gade chapit laପବିତ୍ର ବାଇବଲ (Re-edited) - (BSI)15 ଆଉ, ଆମ୍ଭେ ତୁମ୍ଭମାନଙ୍କର ଭ୍ରାତୃସମୂହକୁ, ଅର୍ଥାତ୍, ଇଫ୍ରୟିମର ସମୁଦାୟ ବଂଶକୁ ଯେପରି ଦୂର କରିଅଛୁ, ସେପରି ତୁମ୍ଭମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କରିବା। Gade chapit laଓଡିଆ ବାଇବେଲ15 ଆଉ, ଆମ୍ଭେ ତୁମ୍ଭମାନଙ୍କର ଭ୍ରାତୃଗଣକୁ, ଅର୍ଥାତ୍, ଇଫ୍ରୟିମର ସମୁଦାୟ ବଂଶକୁ ଯେପରି ଦୂର କରିଅଛୁ, ସେପରି ତୁମ୍ଭମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ, ଆମ୍ଭେ ତୁମ୍ଭମାନଙ୍କର ଭ୍ରାତୃଗଣକୁ, ଅର୍ଥାତ୍, ଇଫ୍ରୟିମର ସମୁଦାୟ ବଂଶକୁ ଯେପରି ଦୂର କରିଅଛୁ, ସେପରି ତୁମ୍ଭମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କରିବା। Gade chapit la |
ଏହା ପରେ ଆସା ଯିହୁଦା ଓ ବିନ୍ୟାମୀନର ସମସ୍ତ ଲୋକଙ୍କୁ ଏକତ୍ରିତ କଲେ। ସେ ଆହୁରି ମଧ୍ୟ ଇଫ୍ରୟିମ, ମନଃଶି ଓ ଶିମିୟୋନ ବଂଶର ଲୋକମାନଙ୍କୁ ଏକତ୍ରିତ କଲେ, ଯେଉଁମାନେ ଇସ୍ରାଏଲ ଦେଶରୁ ବାହାରି ଯିହୁଦା ଦେଶରେ ବାସ କରିବାକୁ ଆସିଥିଲେ, ସେହି ଲୋକମାନଙ୍କ ମଧ୍ୟରେ ଅଧିକାଂଶ ଲୋକ ଯିହୁଦା ଦେଶକୁ ଗ୍ଭଲି ଆସିଥିଲେ, କାରଣ ସେମାନେ ଦେଖିଲେ ଯେ, ସଦାପ୍ରଭୁ, ଆସାଙ୍କର ପରମେଶ୍ୱର, ଆସାଙ୍କର ସହିତ ଅଛନ୍ତି।