ଯିରିମୀୟ 7:27 - ପବିତ୍ର ବାଇବଲ27 “ହେ ଯିରିମିୟ, ତୁମ୍ଭେ ଏହିକଥା ସେମାନଙ୍କୁ କହିବ। ମାତ୍ର ସେମାନେ ତୁମ୍ଭ କଥା ଶୁଣିବେ ନାହିଁ। ତୁମ୍ଭେ ସେମାନଙ୍କୁ ଆହ୍ୱାନ କରିବ, ମାତ୍ର ସେମାନେ ତୁମ୍ଭକୁ ଉତ୍ତର କରିବେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)27 ଆଉ, ତୁମ୍ଭେ ଏହିସବୁ କଥା ସେମାନଙ୍କୁ କହିବ; ମାତ୍ର ସେମାନେ ତୁମ୍ଭ କଥା ଶୁଣିବେ ନାହିଁ; ତୁମ୍ଭେ ସେମାନଙ୍କୁ ଡାକିବ; ମାତ୍ର ସେମାନେ ତୁମ୍ଭକୁ ଉତ୍ତର ଦେବେ ନାହିଁ। Gade chapit laଓଡିଆ ବାଇବେଲ27 ଆଉ, ତୁମ୍ଭେ ଏହିସବୁ କଥା ସେମାନଙ୍କୁ କହିବ; ମାତ୍ର ସେମାନେ ତୁମ୍ଭ କଥା ଶୁଣିବେ ନାହିଁ; ତୁମ୍ଭେ ସେମାନଙ୍କୁ ଡାକିବ; ମାତ୍ର ସେମାନେ ତୁମ୍ଭକୁ ଉତ୍ତର ଦେବେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଆଉ, ତୁମ୍ଭେ ଏହିସବୁ କଥା ସେମାନଙ୍କୁ କହିବ; ମାତ୍ର ସେମାନେ ତୁମ୍ଭ କଥା ଶୁଣିବେ ନାହିଁ; ତୁମ୍ଭେ ସେମାନଙ୍କୁ ଡାକିବ; ମାତ୍ର ସେମାନେ ତୁମ୍ଭକୁ ଉତ୍ତର ଦେବେ ନାହିଁ। Gade chapit la |
ଆମ୍ଭେ ଆସିଲା ବେଳେ କାହିଁକି କେହି ଉପସ୍ଥିତ ନ ଥିଲ? ଆମ୍ଭେ ଡାକିଲା ବେଳେ କେହି ଉତ୍ତର ଦେବାକୁ କାହିଁକି ନ ଥିଲ? ଆମ୍ଭର ହସ୍ତ କ’ଣ ଛୋଟ ଯେ ତାହା ମୁକ୍ତ କରି ପାରିବ ନାହିଁ? କିମ୍ବା ଉଦ୍ଧାର କରିବା ପାଇଁ ଆମ୍ଭର କ’ଣ ପରାକ୍ରମ ନାହିଁ? ଦେଖ, ଆମ୍ଭର ଆଦେଶରେ ସମୁଦ୍ର ଶୁଖିଯାଇପାରେ ଓ ନଦନଦୀକୁ ପ୍ରାନ୍ତର କରିଦେଇ ପାରୁ। ସେଥିରେ ଥିବା ମତ୍ସ୍ୟ ଜଳ ଅଭାବରୁ ତୃଷାର୍ତ୍ତ ହୋଇ ମରିଯିବେ ଓ ଦୁର୍ଗନ୍ଧ ହେବ।