ଯିରିମୀୟ 7:31 - ପବିତ୍ର ବାଇବଲ31 ସେମାନେ ନିଜ ନିଜର ପୁତ୍ରକନ୍ୟାମାନଙ୍କୁ ଅଗ୍ନିରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକାରେ ତୋଫତର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି। ଏହା ଆମ୍ଭେ କେବେ ଆଜ୍ଞା କରି ନାହୁଁ କିଅବା ଆମ୍ଭ ମନରେ ସେ ଭାବ କେବେ ଉଦୟ ହୋଇ ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)31 ସେମାନେ ଆପଣା ଆପଣା ପୁତ୍ରକନ୍ୟାଗଣକୁ ଅଗ୍ନିରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକାରେ ତୋଫତ୍ର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି; ଏହା ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଆମ୍ଭ ମନରେ ଏହା ଉଦୟ ହୋଇ ନାହିଁ। Gade chapit laଓଡିଆ ବାଇବେଲ31 ସେମାନେ ଆପଣା ଆପଣା ପୁତ୍ରକନ୍ୟାଗଣକୁ ଅଗ୍ନିରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକାରେ ତୋଫତ୍ର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି; ଏହା ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଆମ୍ଭ ମନରେ ଏହା ଉଦୟ ହୋଇ ନାହିଁ।’ Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ସେମାନେ ଆପଣା ଆପଣା ପୁତ୍ରକନ୍ୟାଗଣକୁ ଅଗ୍ନିରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକାରେ ତୋଫତ୍ର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି; ଏହା ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଆମ୍ଭ ମନରେ ଏହା ଉଦୟ ହୋଇ ନାହିଁ। Gade chapit la |
“ସେମାନେ ହିନ୍ନୋମ ପୁତ୍ରର ଉପତ୍ୟକାରେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି। ସେମାନେ ମୋଲକର ଉଦ୍ଦେଶ୍ୟରେ ଆପଣା ପୁତ୍ରକନ୍ୟାଗଣଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ପାଇଁ ଏସବୁ ନିର୍ମାଣ କରିଛନ୍ତି। ମାତ୍ର ଏସବୁ ଘୃଣ୍ୟକର୍ମ କରିବା ପାଇଁ ଆମ୍ଭେ ଆଜ୍ଞା ଦେଇ ନାହୁଁ କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ। ଯିହୁଦାକୁ ପାପ କରାଇବା ପାଇଁ ସେମାନେ ଏହା କରିଛନ୍ତି।
ମନଃଶି ମଧ୍ୟ ନିଜ ପୁତ୍ରକୁ ବେନ୍-ହୋନ୍ନୋମ ଉପତ୍ୟକାରେ ବଳିରୂପେ ଜ୍ୱଳାଇଲେ। ମନଃଶି କୁହୁକ ବିଦ୍ୟା, ଭବିଷ୍ୟତ କହିବା ଓ ଅଲୌକିକ କାର୍ଯ୍ୟ କଲେ ଏବଂ ସେ ମଧ୍ୟ ଯାଦୁବିଦ୍ୟା କଲେ। ସେ ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ କଥାବାର୍ତ୍ତା କଲେ, ସଦାପ୍ରଭୁ ଯେଉଁ କର୍ମକୁ କୁକର୍ମ ବୋଲି କହିଥିଲେ, ମନଃଶି ସେହିପରି ଅନେକ କର୍ମ କଲେ, ଆଉ ଏହା ସଦାପ୍ରଭୁଙ୍କୁ ବହୁତ କ୍ରୋଧାନ୍ୱିତ କଲା।