ଯିରିମୀୟ 7:5 - ପବିତ୍ର ବାଇବଲ5 ତୁମ୍ଭେମାନେ ଯଦି ନିଜ ନିଜ ଆଚରଣ ବଦଳାଇ ଉତ୍ତମ କାର୍ଯ୍ୟ କର ତାହାହେଲେ ମୁଁ ତୁମ୍ଭମାନଙ୍କୁ ଏହି ସ୍ଥାନରେ ବାସ କରାଇବି। ଯଦି ତୁମ୍ଭେମାନେ ଆପଣା ପଡ଼ୋଶୀମାନଙ୍କ ପ୍ରତି ଉତ୍ତମ ହୋଇ ପାରିବ। Gade chapit laପବିତ୍ର ବାଇବଲ (Re-edited) - (BSI)5 କାରଣ ଯେବେ ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ସମ୍ପୂର୍ଣ୍ଣ ରୂପେ ଶୁଧୁରାଅ; ଯେବେ ତୁମ୍ଭେମାନେ ମନୁଷ୍ୟ ଓ ତାହାର ପ୍ରତିବାସୀ ମଧ୍ୟରେ ସମ୍ପୂର୍ଣ୍ଣ ରୂପେ ବିଚାର ନିଷ୍ପତ୍ତି କର; Gade chapit laଓଡିଆ ବାଇବେଲ5 କାରଣ ଯଦି ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ସମ୍ପୂର୍ଣ୍ଣ ରୂପେ ଶୁଧୁରାଅ; ଯଦି ତୁମ୍ଭେମାନେ ମନୁଷ୍ୟ ଓ ତାହାର ପ୍ରତିବାସୀ ମଧ୍ୟରେ ସମ୍ପୂର୍ଣ୍ଣ ରୂପେ ବିଚାର ନିଷ୍ପତ୍ତି କର; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ଯଦି ତୁମ୍ଭେମାନେ ଆପଣା ଆପଣା ଆଚାର ବ୍ୟବହାର ସମ୍ପୂର୍ଣ୍ଣ ରୂପେ ଶୁଧୁରାଅ; ଯଦି ତୁମ୍ଭେମାନେ ମନୁଷ୍ୟ ଓ ତାହାର ପ୍ରତିବାସୀ ମଧ୍ୟରେ ସମ୍ପୂର୍ଣ୍ଣ ରୂପେ ବିଚାର ନିଷ୍ପତ୍ତି କର; Gade chapit la |