ଯିରିମୀୟ 7:7 - ପବିତ୍ର ବାଇବଲ7 ତେବେ ଆମ୍ଭେ ତୁମ୍ଭମାନଙ୍କୁ ଓ ତୁମ୍ଭ ପୂର୍ବପୁରୁଷମାନଙ୍କୁ ଆମ୍ଭ ଦତ୍ତ ଦେଶ ଅନନ୍ତକାଳ ପର୍ଯ୍ୟନ୍ତ ଉପଭୋଗ କରିବାକୁ ଦେବା। Gade chapit laପବିତ୍ର ବାଇବଲ (Re-edited) - (BSI)7 ତେବେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନରେ, ପୁରାତନ କାଳରୁ ଅନ; କାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ଦେଶରେ ବାସ କରାଇବା। Gade chapit laଓଡିଆ ବାଇବେଲ7 ତେବେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନରେ, ପୁରାତନ କାଳରୁ ଅନନ୍ତ କାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ଦେଶରେ ବାସ କରାଇବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତେବେ ଆମ୍ଭେ ତୁମ୍ଭମାନଙ୍କୁ ଏହି ସ୍ଥାନରେ, ପୁରାତନ କାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭର ଦତ୍ତ ଏହି ଦେଶରେ ବାସ କରାଇବା। Gade chapit la |
ଆଉ ମଧ୍ୟ ଆମ୍ଭେ ଆମ୍ଭର ସମସ୍ତ ଦାସ ଓ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭ ନିକଟକୁ ପଠାଇଅଛୁ। ଆଉ ସେମାନେ ତୁମ୍ଭମାନଙ୍କୁ ବାରମ୍ବାର କହି ଅଛନ୍ତି, “ତୁମ୍ଭେମାନେ ନିଜ ନିଜ କୁପଥରୁ ନିବୃତ୍ତ ହୁଅ, ନିଜ ନିଜ ଆଚରଣ ସଂଶୋଧନ କର ଓ ଅନ୍ୟ ଦେବଗଣର ସେବା କରି ସେମାନଙ୍କୁ ଅନୁସରଣ କର ନାହିଁ। ତାହାହେଲେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭେ ଯେଉଁ ଦେଶ ଦେଇଅଛୁ ତହିଁରେ ତୁମ୍ଭେମାନେ ବାସ କରିବ।” ମାତ୍ର ତୁମ୍ଭେମାନେ ତାହା କର୍ଣ୍ଣପାତ କରି ନାହଁ କିଅବା ଆମ୍ଭ ବାକ୍ୟରେ ଅବଧାନ କରି ନାହଁ।