ଯିରିମୀୟ 7:8 - ପବିତ୍ର ବାଇବଲ8 “‘ମାତ୍ର ତୁମ୍ଭେମାନେ ମିଥ୍ୟା କଥାରେ ବିଶ୍ୱାସ କରୁଅଛ ଯାହାକି ମୂଲ୍ୟହୀନ। Gade chapit laପବିତ୍ର ବାଇବଲ (Re-edited) - (BSI)8 ଦେଖ, ଯଦ୍ଦ୍ଵାରା ଉପକାର ହୋଇ ନ ପାରେ, ଏପରି ମିଥ୍ୟା କଥାରେ ତୁମ୍ଭେମାନେ ବିଶ୍ଵାସ କରୁଅଛ। Gade chapit laଓଡିଆ ବାଇବେଲ8 ଦେଖ, ଯଦ୍ଦ୍ୱାରା ଉପକାର ହୋଇ ନ ପାରେ, ଏପରି ମିଥ୍ୟା କଥାରେ ତୁମ୍ଭେମାନେ ବିଶ୍ୱାସ କରୁଅଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଦେଖ, ଯଦ୍ଦ୍ୱାରା ଉପକାର ହୋଇ ନ ପାରେ, ଏପରି ମିଥ୍ୟା କଥାରେ ତୁମ୍ଭେମାନେ ବିଶ୍ୱାସ କରୁଅଛ। Gade chapit la |
ଆଉ ମଧ୍ୟ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରନ୍ତି ଓ ସେହି ମିଥ୍ୟା କଥା ଓ ଅସାର ଶିକ୍ଷା ଦ୍ୱାରା ଆମ୍ଭର ଲୋକମାନଙ୍କୁ ବିଭ୍ରାନ୍ତ କରନ୍ତି। ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ।” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ। ତେଣୁ ସେମାନେ ଏହି ଲୋକମାନଙ୍କର କିଛି ମାତ୍ର ଉପକାର କରି ପାରିବେ ନାହିଁ।”