ଯିରିମୀୟ 8:10 - ପବିତ୍ର ବାଇବଲ10 ତେଣୁ ଆମ୍ଭେ ସେମାନଙ୍କର ସ୍ତ୍ରୀମାନଙ୍କୁ ଅନ୍ୟମାନଙ୍କୁ ଦେବା ଓ ସେମାନଙ୍କର କ୍ଷେତ୍ରକୁ ଅନ୍ୟମାନଙ୍କ ଅଧିକାରକୁ ଦେବା। କାରଣ ଇସ୍ରାଏଲ କ୍ଷୁଦ୍ରଠାରୁ ମହାନ ଲୋକ ପର୍ଯ୍ୟନ୍ତ ସମସ୍ତେ ଲୋଭାସକ୍ତ ଆଉ ଭବିଷ୍ୟଦ୍ବକ୍ତାଠାରୁ ଆରମ୍ଭ କରି ଯାଜକ ପର୍ଯ୍ୟନ୍ତ ସମସ୍ତେ ମିଥ୍ୟାଚରଣ କରନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)10 ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟ; ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି। Gade chapit laଓଡିଆ ବାଇବେଲ10 ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ର ଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ରଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି। Gade chapit la |
ଯିରୁଶାଲମର ବିଗ୍ଭରପତିଗଣ ଲାଞ୍ଚ ନେଇ ବିଗ୍ଭର କରନ୍ତି। ଆଉ ସେ ସ୍ଥାନର ଯାଜକଗଣ ଅର୍ଥ ନେଇ ଶିକ୍ଷା ଦିଅନ୍ତି ଓ ଭବିଷ୍ୟଦ୍ବକ୍ତାଗଣ ଭବିଷ୍ୟଦ୍ବାଣୀ ପାଇଁ ଅର୍ଥ ନିଅନ୍ତି। ତଥାପି ସେ ସ୍ଥାନର ବୃଦ୍ଧଗଣ ସଦାପ୍ରଭୁଙ୍କ ସାହାଯ୍ୟ ପାଇଁ ଆଶା କରନ୍ତି। ସେମାନେ ମଧ୍ୟ କୁହନ୍ତି, “ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଏଠାରେ ଅଛନ୍ତି। ତେଣୁ କୌଣସି ଅମଙ୍ଗଳ ଆମ୍ଭମାନଙ୍କର ଘଟିବ ନାହିଁ।”
କେତେକ ଭବିଷ୍ୟଦ୍ବକ୍ତା ସଦାପ୍ରଭୁଙ୍କ ଲୋକଙ୍କୁ ମିଥ୍ୟା ବାକ୍ୟ କୁହନ୍ତି। ସଦାପ୍ରଭୁ ସେହି ଭବିଷ୍ୟଦ୍ବକ୍ତାମାନଙ୍କ ସମ୍ବନ୍ଧରେ ଏହି କଥା କୁହନ୍ତି, “ଏହି ଭବିଷ୍ୟଦ୍ବକ୍ତାଗଣ ନିଜର ଉଦର ଦ୍ୱାରା ପରିଗ୍ଭଳିତ ହୁଅନ୍ତି। ଯେଉଁ ଲୋକମାନେ ସେମାନଙ୍କୁ ଖାଦ୍ୟ ଦିଅନ୍ତି ସେହି ଲୋକମାନଙ୍କୁ ଶାନ୍ତି ପ୍ରଦାନ ପାଇଁ ସେମାନେ ପ୍ରତିଜ୍ଞା କରନ୍ତି। କିନ୍ତୁ ଯେଉଁମାନେ ସେମାନଙ୍କୁ ଖାଦ୍ୟ ଦିଅନ୍ତି ନାହିଁ ସେମାନେ ସେହି ଲୋକମାନଙ୍କ ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତି।
ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ହେ ଯିରିମିୟ, ସେହି ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ବିଷୟରେ ମିଥ୍ୟା ଭବିଷ୍ୟଦ୍ବାଣୀ ପ୍ରଗ୍ଭର କରନ୍ତି। ଆମ୍ଭେ ସେମାନଙ୍କୁ ପ୍ରଗ୍ଭର ପାଇଁ ପଠାଇ ନାହୁଁ। ଆଉ ଆମ୍ଭେ ସେମାନଙ୍କୁ କହିବାକୁ ଆଜ୍ଞା ଦେଇ ନାହୁଁ। ସେମାନେ ମିଥ୍ୟା ଭବିଷ୍ୟଦ୍ବାଣୀ ଓ ମୂଲ୍ୟହୀନ ଦୈବିତ୍ୱ ପ୍ରଗ୍ଭର କରୁଛନ୍ତି। ସେମାନେ ସେମାନଙ୍କର ହୃଦୟର ପ୍ରବଞ୍ଚନାମୂଳକ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରିଛନ୍ତି।