ଯିରିମୀୟ 8:17 - ପବିତ୍ର ବାଇବଲ17 “ହେ ଯିହୁଦାର ଲୋକମାନେ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ସର୍ପ ଓ କାଳସର୍ପମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ଦଂଶନ କରିବେ। ସେମାନଙ୍କୁ କେହି ଅଟକାଇ ପାରିବେ ନାହିଁ।” ଏହା ସଦାପ୍ରଭୁ କହନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)17 ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ସର୍ପ, କାଳସର୍ପମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ଦଂଶନ କରିବେ, ଏହା ସଦାପ୍ରଭୁ କହନ୍ତି। Gade chapit laଓଡିଆ ବାଇବେଲ17 “ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ସର୍ପ, କାଳସର୍ପମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ଦଂଶନ କରିବେ,” ଏହା ସଦାପ୍ରଭୁ କହନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଦେଖ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ସର୍ପ, କାଳସର୍ପମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ଦଂଶନ କରିବେ,” ଏହା ସଦାପ୍ରଭୁ କହନ୍ତି। Gade chapit la |
ହେ ପଲେଷ୍ଟୀୟ ଦେଶ, ତୁମ୍ଭେମାନେ ବର୍ତ୍ତମାନ ପାଇଁ ଖୁସୀ ହୁଅ ନାହିଁ। କାରଣ ଯେଉଁ ରାଜା ପ୍ରହାର କରୁଥିଲେ ସେ ଆଉ ନାହାନ୍ତି। ମାତ୍ର ପ୍ରକୃତରେ ତୁମ୍ଭେ ସୁଖୀ ହୋଇ ପାରିବ ନାହିଁ। ଏହା ସତ୍ୟ ଯେ, ସେହି ଦୁଷ୍ଟ ଶାସନ ଶେଷ ହୋଇଛି। ମାତ୍ର ସେହି ରାଜାର ସନ୍ତାନ ଆସି ଶାସନ କରିବ। ଗୋଟିଏ ସର୍ପ ଆଉ ଏକ ଭୟଙ୍କର ସର୍ପକୁ ଜନ୍ମ ଦେଲାପରି ଏହା ସତ ହେବ। ସେହି ନୂତନ ରାଜା ଉଡ଼ନ୍ତା ସର୍ପ ପରି ଅଳ୍ପ ଭୟଙ୍କର ହେବ ନାହିଁ।