ଯିରିମୀୟ 8:19 - ପବିତ୍ର ବାଇବଲ19 ମୋର ଲୋକମାନଙ୍କର ଅତି ଦୂର ଦେଶରୁ ଆସୁଥିବା ଆର୍ତ୍ତଚିତ୍କାର ଶୁଣ। ସେମାନେ କହନ୍ତି, “ସଦାପ୍ରଭୁ କ’ଣ ସିୟୋନରେ ନାହାନ୍ତି? ତହିଁର ରାଜା କ’ଣ ତହିଁ ମଧ୍ୟରେ ନାହାନ୍ତି?” ମାତ୍ର ପରମେଶ୍ୱର କହନ୍ତି, “ସେମାନେ ନିଜର ଖୋଦିତ ପ୍ରତିମା ଓ ବିଦେଶୀୟ ଅସାର ବସ୍ତ୍ର ସମୂହଦ୍ୱାରା ଆମ୍ଭକୁ ବିରକ୍ତ ଓ କ୍ରୋଧିତ କରିଛନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)19 ଦେଖ, ଅତି ଦୂର ଦେଶରୁ ମୋʼ ଲୋକଙ୍କ କନ୍ୟାର ଆର୍ତ୍ତନାଦ; ସଦାପ୍ରଭୁ କʼଣ ସିୟୋନରେ ନାହାନ୍ତି? ତହିଁର ରାଜା କʼଣ ତହିଁ ମଧ୍ୟରେ ନାହାନ୍ତି? ସେମାନେ ଆପଣାମାନଙ୍କର ଖୋଦିତ ପ୍ରତିମା ଓ ବିଦେଶୀୟ ଅସାର ବସ୍ତୁସମୂହ ଦ୍ଵାରା କାହିଁକି ଆମ୍ଭଙ୍କୁ ବିରକ୍ତ କରିଅଛନ୍ତି? Gade chapit laଓଡିଆ ବାଇବେଲ19 ଦେଖ, ଅତି ଦୂର ଦେଶରୁ ମୋ’ ଲୋକଙ୍କ କନ୍ୟାର ଆର୍ତ୍ତନାଦ; ସଦାପ୍ରଭୁ କ’ଣ ସିୟୋନରେ ନାହାନ୍ତି ? ତହିଁର ରାଜା କ’ଣ ତହିଁ ମଧ୍ୟରେ ନାହାନ୍ତି ? ସେମାନେ ଆପଣାମାନଙ୍କର ଖୋଦିତ ପ୍ରତିମା ଓ ବିଦେଶୀୟ ଅସାର ବସ୍ତୁ ସମୂହ ଦ୍ୱାରା କାହିଁକି ଆମ୍ଭଙ୍କୁ ବିରକ୍ତ କରିଅଛନ୍ତି ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଦେଖ, ଅତି ଦୂର ଦେଶରୁ ମୋʼ ଲୋକଙ୍କ କନ୍ୟାର ଆର୍ତ୍ତନାଦ; “ସଦାପ୍ରଭୁ କʼଣ ସିୟୋନରେ ନାହାନ୍ତି? ତହିଁର ରାଜା କʼଣ ତହିଁ ମଧ୍ୟରେ ନାହାନ୍ତି?” “ସେମାନେ ଆପଣାମାନଙ୍କର ଖୋଦିତ ପ୍ରତିମା ଓ ବିଦେଶୀୟ ଅସାର ବସ୍ତୁ ସମୂହ ଦ୍ୱାରା କାହିଁକି ଆମ୍ଭଙ୍କୁ ବିରକ୍ତ କରିଅଛନ୍ତି?” Gade chapit la |
ଲୋକମାନେ କହନ୍ତି, ହେ ପରମେଶ୍ୱର, ତୁମ୍ଭେ କ’ଣ ଯିହୁଦାକୁ ସମ୍ପୂର୍ଣ୍ଣ ଭାବରେ ଅଗ୍ରାହ୍ୟ କରିଅଛ? ତୁମ୍ଭେ କ’ଣ ସିୟୋନକୁ ଘୃଣା କରିଅଛ? ତୁମ୍ଭେ ଆମ୍ଭମାନଙ୍କୁ ଏପରି ପ୍ରହାର କଲ ଯେ ଆମ୍ଭେମାନେ ଆଉ ସୁସ୍ଥ ହୋଇ ପାରିବୁ ନାହିଁ। ତୁମ୍ଭେ କାହିଁକି ଏପରି କଲ? ଆମ୍ଭେମାନେ ଶାନ୍ତି ଗ୍ଭହିଁଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ। ଆମ୍ଭେମାନେ ଆରୋଗ୍ୟ ଇଚ୍ଛା କଲୁ। ମାତ୍ର କେବଳ ଆଶଙ୍କା ଉପସ୍ଥିତ ହେଲା।
“ହେ ଲୋକମାନେ ତୁମ୍ଭେମାନେ ଏପରି କାହିଁକି କରୁଛ? ଆମ୍ଭେ ତୁମ୍ଭମାନଙ୍କ ପରି କେବଳ ମଣିଷ। ଆମ୍ଭେ ତୁମ୍ଭମାନଙ୍କୁ ସୁସମାଗ୍ଭର କହିବା ପାଇଁ ଆସିଛୁ। ତୁମ୍ଭମାନଙ୍କୁ ଏହି ମୂଲ୍ୟହୀନ ବିଷୟ ଗୁଡ଼ିକଠାରୁ ଦୂରେଇ ରହି ଜୀବନ୍ତ ପରମେଶ୍ୱରଙ୍କ ଆଡ଼କୁ ଫେରାଇବା ପାଇଁ ଆମ୍ଭେ ଆସିଛୁ। ସେହି ପରମେଶ୍ୱର ଆକାଶ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟ ସୃଷ୍ଟି କରିଛନ୍ତି।
ସେହି ସମୟରେ, ସେମାନଙ୍କ ଉପରେ ଆମ୍ଭର କ୍ରୋଧ ହେବ। ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁହଁ ବନ୍ଦ କରିବା। ତହିଁରେ ସେମାନଙ୍କ ପାଇଁ ଭୟଙ୍କର ଅବସ୍ଥାମାନ ହେବ, ଏବଂ ସେମାନେ ବହୁ ସମସ୍ୟାରେ ପଡ଼ିବେ। ତା'ପରେ ସେମାନେ କହିବେ, ‘ଏହିସବୁ ଅମଙ୍ଗଳ ଆମ୍ଭ ଉପରେ ଘଟିଛି କାରଣ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କ ନିକଟରେ ନାହାନ୍ତି।’