ଯିରିମୀୟ 8:9 - ପବିତ୍ର ବାଇବଲ9 ସେହି “ଜ୍ଞାନୀ ଲୋକମାନେ” ଲଜ୍ଜିତ ହେବେ, ସେମାନେ ଦ୍ୱନ୍ଦରେ ପଡ଼ିବେ ଓ ଫାନ୍ଦରେ ପଡ଼ିବା ପରି ଅନୁଭବ କରିବେ। ଦେଖ, ସେମାନେ ସଦାପ୍ରଭୁଙ୍କ ଶିକ୍ଷାକୁ ପ୍ରତ୍ୟାଖାନ କଲେ। ସେମାନଙ୍କୁ କିପରି “ଜ୍ଞାନୀ” ବୋଲି ବିବେଚନା କରାଯିବ? Gade chapit laପବିତ୍ର ବାଇବଲ (Re-edited) - (BSI)9 ଜ୍ଞାନୀମାନେ ଲଜ୍ଜିତ ହୋଇଅଛନ୍ତି, ସେମାନେ ଘାବରା ଓ ଧରା ହୋଇଅଛନ୍ତି; ଦେଖ, ସେମାନେ ସଦାପ୍ରଭୁଙ୍କର ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି; ଆଉ, ସେମାନଙ୍କର ଜ୍ଞାନ କିପ୍ରକାର? Gade chapit laଓଡିଆ ବାଇବେଲ9 ଜ୍ଞାନୀମାନେ ଲଜ୍ଜିତ ହୋଇଅଛନ୍ତି, ସେମାନେ ଘାବରା ଓ ଧରା ହୋଇଅଛନ୍ତି; ଦେଖ, ସେମାନେ ସଦାପ୍ରଭୁଙ୍କର ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି; ଆଉ, ସେମାନଙ୍କର ଜ୍ଞାନ କିପ୍ରକାର ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଜ୍ଞାନୀମାନେ ଲଜ୍ଜିତ ହୋଇଅଛନ୍ତି, ସେମାନେ ଘାବରା ଓ ଧରା ହୋଇଅଛନ୍ତି; ଦେଖ, ସେମାନେ ସଦାପ୍ରଭୁଙ୍କର ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି; ଆଉ, ସେମାନଙ୍କର ଜ୍ଞାନ କି ପ୍ରକାର? Gade chapit la |
ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ଓ ସେମାନଙ୍କ ପିତୃଗଣଙ୍କ ସହିତ କୃତ ତାଙ୍କର ନିୟମ ଓ ସେମାନଙ୍କର ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ୟସବୁ ଅଗ୍ରାହ୍ୟ କଲେ। ସେମାନେ ସଦାପ୍ରଭୁଙ୍କ ଚେତାବନୀ ଶୁଣିବାକୁ ଅମାନ୍ୟ କଲେ। ସେମାନେ ମୂଲ୍ୟହୀନ ମୂର୍ତ୍ତିଗୁଡ଼ିକୁ ଅନୁସରଣ କଲେ, ପୂଜା କଲେ ଏବଂ ସେମାନେ ନିଜେ ମୂଲ୍ୟହୀନ ହୋଇଗଲେ। ସେମାନେ ତାଙ୍କ ଚତୁର୍ପାର୍ଶ୍ୱରେ ଜାତି ପରି ବାସ କଲେ, ଯଦିଓ ସଦାପ୍ରଭୁ ସେମାନଙ୍କୁ ଆଦେଶ ଦେଇଥିଲେ, “ସେମାନେ ଯାହା କରନ୍ତି ତୁମ୍ଭେମାନେ ତାହା କର ନାହିଁ।” ଯାହା ସଦାପ୍ରଭୁ ସେମାନଙ୍କୁ କରିବାକୁ ମନା କରିଥିଲେ, ସେମାନେ ତାହା କଲେ।