ଯିରିମୀୟ 9:18 - ପବିତ୍ର ବାଇବଲ18 ସେମାନେ କହନ୍ତି, ‘ସେହି ସ୍ତ୍ରୀଲୋକମାନେ ଶୀଘ୍ର ଆସନ୍ତୁ ଓ ଆମ୍ଭମାନଙ୍କ ପାଇଁ ବିଳାପ କରନ୍ତୁ। ଆମ୍ଭର ଚକ୍ଷୁ ଯେପରି ଲୋତକରେ ପୂର୍ଣ୍ଣ ହେବ ଓ ଚକ୍ଷୁରୁ ଯେପରି ଲୋତକର ନିର୍ଝର ନିର୍ଗତ ହେବ।’ Gade chapit laପବିତ୍ର ବାଇବଲ (Re-edited) - (BSI)18 ଆମ୍ଭମାନଙ୍କର ଚକ୍ଷୁ ଯେପରି ଲୋତକରେ ଭାସିଯିବ ଓ ଆମ୍ଭମାନଙ୍କ ଚକ୍ଷୁ-ପତାରୁ ଜଳଧାରା ନିର୍ଗତ ହେବ, ଏଥିପାଇଁ ସେମାନେ ଶୀଘ୍ର ଆସି ଆମ୍ଭମାନଙ୍କ ନିମନ୍ତେ ହାହାକାର କରନ୍ତୁ। Gade chapit laଓଡିଆ ବାଇବେଲ18 ଆମ୍ଭମାନଙ୍କର ଚକ୍ଷୁ ଯେପରି ଲୋତକରେ ଭାସିଯିବ ଓ ଆମ୍ଭମାନଙ୍କ ଚକ୍ଷୁପତାରୁ ଜଳଧାରା ନିର୍ଗତ ହେବ, ଏଥିପାଇଁ ସେମାନେ ଶୀଘ୍ର ଆସି ଆମ୍ଭମାନଙ୍କ ନିମନ୍ତେ ହାହାକାର କରନ୍ତୁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆମ୍ଭମାନଙ୍କର ଚକ୍ଷୁ ଯେପରି ଲୋତକରେ ଭାସିଯିବ ଓ ଆମ୍ଭମାନଙ୍କ ଚକ୍ଷୁପତାରୁ ଜଳଧାରା ନିର୍ଗତ ହେବ, ଏଥିପାଇଁ ସେମାନେ ଶୀଘ୍ର ଆସି ଆମ୍ଭମାନଙ୍କ ନିମନ୍ତେ ହାହାକାର କରନ୍ତୁ। Gade chapit la |
ଆମ୍ଭେମାନେ ନିଜ ଲଜ୍ଜାରେ ଅବନତ ହେଉ। ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ। କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କର ପୂର୍ବପୁରୁଷଗଣ ବାଲ୍ୟକାଳରୁ ଅଦ୍ୟାବଧି ଆମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ। ଆଉ ଆମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ। ଆଉ ଆମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ବାକ୍ୟକୁ ଅବମାନନା କରିଅଛୁ।’”