ଯିରିମୀୟ 9:23 - ପବିତ୍ର ବାଇବଲ23 ଆଉ ସଦାପ୍ରଭୁ କହନ୍ତି, “ଜ୍ଞାନବାନ୍ ଆପଣା ଜ୍ଞାନରେ ଦର୍ପ ନ କରୁ, ବଳବାନ୍ ଆପଣା ବଳରେ ଦର୍ପ ନ କରୁ ଓ ଧନବାନ୍ ଆପଣା ଧନରେ ଗର୍ବ ନ କରୁ। Gade chapit laପବିତ୍ର ବାଇବଲ (Re-edited) - (BSI)23 ସଦାପ୍ରଭୁ ଏହି କଥା କହନ୍ତି, ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ; Gade chapit laଓଡିଆ ବାଇବେଲ23 ସଦାପ୍ରଭୁ ଏହି କଥା କହନ୍ତି, “ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସଦାପ୍ରଭୁ ଏହି କଥା କହନ୍ତି, “ଜ୍ଞାନବାନ ଆପଣା ଜ୍ଞାନରେ ଦର୍ପ ନ କରୁ, କିଅବା ବଳବାନ ଆପଣା ବଳରେ ଦର୍ପ ନ କରୁ, ଧନବାନ ଆପଣା ଧନରେ ଦର୍ପ ନ କରୁ; Gade chapit la |
ସେମାନେ ନିଜ ନିଜର ରୂପାକୁ ଦାଣ୍ଡରେ ପକାଇ ଦେବେ ଓ ସେମାନଙ୍କର ସୁନା ଅଶୁଚି ବସ୍ତୁ ତୁଲ୍ୟ ହେବ। ସେ ସବୁ କିନ୍ତୁ ସେମାନଙ୍କୁ ସଦାପ୍ରଭୁ ଯେତେବେଳେ ତାଙ୍କର କ୍ରୋଧରେ ପ୍ରକାଶ କଲେ, ତାଙ୍କ କୋପରୁ ରକ୍ଷା କରିବ ନାହିଁ। ସେମାନେ ସେମାନଙ୍କର କ୍ଷୁଧାକୁ ସନ୍ତୁଷ୍ଟ କରି ପାରିବେ ନାହିଁ। କିଅବା ସେମାନଙ୍କର ଉଦର ପୂର୍ଣ୍ଣ କରି ପାରିବେ ନାହିଁ। କାରଣ ଏହିସବୁ ଜିନିଷଗୁଡ଼ିକ ପାପ କରିବାକୁ ସେମାନଙ୍କର କାରଣ ଥିଲା।