ଯିରିମୀୟ 9:7 - ପବିତ୍ର ବାଇବଲ7 ତେଣୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେପରି ଜଣେ ଶ୍ରମିକ ଧାତୁର ଶୁଦ୍ଧତା ଜାଣିବା ପାଇଁ ଅଗ୍ନିରେ ତରଳାଏ, ସେହିପରି ଆମ୍ଭେ ସେମାନଙ୍କୁ ପରୀକ୍ଷା କରିବା। ଆମ୍ଭ ଲୋକମାନେ ପାପ କରିଥିବା ହେତୁ ଆଉ ଆମ୍ଭେ କ’ଣ କରି ପାରିବା? Gade chapit laପବିତ୍ର ବାଇବଲ (Re-edited) - (BSI)7 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କୁ ତରଳାଇବା ଓ ସେମାନଙ୍କୁ ପରୀକ୍ଷା କରିବା; କାରଣ ଆମ୍ଭ ଲୋକଙ୍କର କନ୍ୟା ହେତୁରୁ ଏହା ଛଡ଼ା ଆଉ କଅଣ କରିବା? Gade chapit laଓଡିଆ ବାଇବେଲ7 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ସେମାନଙ୍କୁ ତରଳାଇବା ଓ ସେମାନଙ୍କୁ ପରୀକ୍ଷା କରିବା; କାରଣ ଆମ୍ଭ ଲୋକଙ୍କର କନ୍ୟା ହେତୁରୁ ଏହା ଛଡ଼ା ଆଉ କଅଣ କରିବା ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ସେମାନଙ୍କୁ ତରଳାଇବା ଓ ସେମାନଙ୍କୁ ପରୀକ୍ଷା କରିବା; କାରଣ ଆମ୍ଭ ଲୋକଙ୍କର କନ୍ୟା ହେତୁରୁ ଏହାଛଡ଼ା ଆଉ କଅଣ କରିବା? Gade chapit la |
ତା'ପରେ ଆମ୍ଭେ ସେହି ଏକ ତୃତୀୟାଂଶ ଲୋକଙ୍କୁ ଅଗ୍ନିରେ ପରୀକ୍ଷା କରିବା। ଆମ୍ଭେ ସେମାନଙ୍କୁ ରୂପା ଯେପରି ନିର୍ମଳ ହୁଏ ସେହିପରି ବିଶୁଦ୍ଧ କରିବା। ସୁବର୍ଣ୍ଣକୁ ପରୀକ୍ଷା କଲାପରି ଆମ୍ଭେ ସେହି ଲୋକଙ୍କୁ ପରୀକ୍ଷା କରିବା। ଆମ୍ଭ ନାମ ଧରି ଆମ୍ଭକୁ ସେମାନେ ଡାକିବେ ଏବଂ ଆମ୍ଭେ ସେମାନଙ୍କୁ ଉତ୍ତର ଦେବା, ‘ଏମାନେ ଆମ୍ଭର ଲୋକ’, ଆଉ ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।’”