ଯୋହନ 1:10 - ପବିତ୍ର ବାଇବଲ10 ସେହି ବାକ୍ୟ ଜଗତରେ ଥିଲେ। ତାହାଙ୍କ ଦ୍ୱାରା ଏ ପୃଥିବୀର ସୃଷ୍ଟି ହେଲା, କିନ୍ତୁ ଏହି ଜଗତର ଲୋକମାନେ ତାହାଙ୍କୁ ଗ୍ରହଣ କରି ପାରିଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)10 ସେ ଜଗତରେ ଥିଲେ ଓ ଜଗତ ତାହାଙ୍କ ଦ୍ଵାରା ସୃଷ୍ଟ ହେଲା, ତଥାପି ଜଗତ ତାହାଙ୍କୁ ଚିହ୍ନିଲା ନାହିଁ। Gade chapit laଓଡିଆ ବାଇବେଲ10 ସେ ଜଗତରେ ଥିଲେ ଓ ଜଗତ ତାହାଙ୍କ ଦ୍ୱାରା ସୃଷ୍ଟ ହେଲା, ତଥାପି ଜଗତ ତାହାଙ୍କୁ ଚିହ୍ନିଲା ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)10 ସେହି ‘ବାକ୍ୟ’ ଜଗତରେ ଥିଲେ; ତାଙ୍କ ଦ୍ୱାରା ଜଗତ ସୃଷ୍ଟ ହୋଇଥିଲା, ତଥାପି ଜଗତ ତାଙ୍କୁ ଚିହ୍ନିଲା ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେ ଜଗତରେ ଥିଲେ ଓ ଜଗତ ତାହାଙ୍କ ଦ୍ୱାରା ସୃଷ୍ଟ ହେଲା, ତଥାପି ଜଗତ ତାହାଙ୍କୁ ଚିହ୍ନିଲା ନାହିଁ। Gade chapit la |
ପରମେଶ୍ୱରଙ୍କୁ କୌଣସି ଲୋକ କେବେ ଦେଖି ନାହିଁ, କିନ୍ତୁ ଏକ ମାତ୍ର ପୁତ୍ର ଯୀଶୁଙ୍କୁ। ସେ ନିଜେ ହେଉଛନ୍ତି ପରମେଶ୍ୱର। ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ସେ ଆମ୍ଭମାନଙ୍କୁ ଦେଖାଇଅଛନ୍ତି। ଯିଏ ଯୀଶୁଙ୍କୁ ଦେଖିଅଛି, ସେ ପରମେଶ୍ୱରଙ୍କୁ ଦେଖିଅଛି।” ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ସେ ଆମ୍ଭମାନଙ୍କୁ ଦେଖାଇଅଛନ୍ତି।