ଯୋହନ 1:12 - ପବିତ୍ର ବାଇବଲ12 କିନ୍ତୁ ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ ଏବଂ ତାହାଙ୍କ ଠାରେ ବିଶ୍ୱାସ କଲେ, ସେସମସ୍ତଙ୍କୁ ସେ ପରମେଶ୍ୱରଙ୍କ ସନ୍ତାନ ହେବାର ଅଧିକାର ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍, ଯେଉଁମାନେ ତାହାଙ୍କ ନାମରେ ବିଶ୍ଵାସ କଲେ, ସେସମସ୍ତଙ୍କୁ ସେ ଈଶ୍ଵରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ; Gade chapit laଓଡିଆ ବାଇବେଲ12 ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଈଶ୍ୱରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ; Gade chapit laପବିତ୍ର ବାଇବଲ (CL) NT (BSI)12 କିନ୍ତୁ ଯେଉଁମାନେ ତାଙ୍କୁ ଗ୍ରହଣ କରି ତାଙ୍କଠାରେ ବିଶ୍ୱାସ କଲେ, ସେମାନଙ୍କୁ ସେ ଈଶ୍ୱରଙ୍କ ସନ୍ତାନ ହେବାର ଅଧିକାର ଦେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଈଶ୍ବରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ; Gade chapit la |