ଯୋହନ 1:14 - ପବିତ୍ର ବାଇବଲ14 ସେହି ବାକ୍ୟ ମନୁଷ୍ୟ ହେଲେ ଓ ଆମ୍ଭମାନଙ୍କ ସହିତ ବାସ କଲେ ପୁଣି ସେହି ବାକ୍ୟ ପରମେଶ୍ୱରଙ୍କ ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ଥିଲେ। ଆମ୍ଭେ ତାହାଙ୍କର ମହିମା ଦେଖିଲୁ, ଏହି ମହିମା ପରମପିତାଙ୍କ ଏକମାତ୍ର ପୁତ୍ରଙ୍କର ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)14 ଆଉ, ସେହି ବାକ୍ୟ ଦେହବ; ହେଲେ, ପୁଣି ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ଵିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ । Gade chapit laଓଡିଆ ବାଇବେଲ14 ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ । Gade chapit laପବିତ୍ର ବାଇବଲ (CL) NT (BSI)14 ସେହି ବାକ୍ୟ ମାନବ ଶରୀର ଧାରଣ କରି ଆମ ସହିତ ଜୀବନଯାପନ କଲେ। ସେ ଅନୁଗ୍ରହ ଓ ସତ୍ୟତାରେ ପରିପୂର୍ଣ୍ଣ ଥିଲେ। ଈଶ୍ୱରଙ୍କ ଅନ୍ୟ ପୁତ୍ର ସ୍ୱରୂପେ ସେ ଯେଉଁ ଅଲୌକିକ ମହିମା ପାଇଥିଲେ, ତାହା ଆମେ ଦେଖିଲୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ। Gade chapit la |
ଏଥିରେ ସନ୍ଦେହ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ୟ ଏହା ଯେ, ଖ୍ରୀଷ୍ଟ ମଣିଷ ଶରୀରରେ ଆମ୍ଭକୁ ଦେଖା ଦେଲେ; ପବିତ୍ରଆତ୍ମା ତାହାଙ୍କୁ ଧାର୍ମିକ ବୋଲି ପ୍ରମାଣିତ କଲେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ସେ ଦେଖାଗଲେ; ତାହାଙ୍କ ବିଷୟରେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପ୍ରଗ୍ଭରିତ ହେଲା; ସଂସାରରେ ଲୋକେ ତାହାଙ୍କୁ ବିଶ୍ୱାସ କଲେ; ସେ ସ୍ୱର୍ଗକୁ ମହିମାମୟ ହୋଇ ନିଆଗଲେ।
ଆମ୍ଭର ପାପପୂର୍ଣ୍ଣ ସ୍ୱଭାବ ଦ୍ୱାରା ବ୍ୟବସ୍ଥା ଶକ୍ତି ହୀନ ହୋଇପାରେ। କିନ୍ତୁ ବ୍ୟବସ୍ଥା ଯାହା କରି ପାରି ନ ଥିଲା, ତାହା ପରମେଶ୍ୱର କଲେ। ପରମେଶ୍ୱର ନିଜ ପୁତ୍ରକୁ ସେଇ ମାନବ ଶରୀର ପ୍ରଦାନ କରି ପୃଥିବୀକୁ ପଠାଇଲେ, ଯେଉଁ ଶରୀରକୁ ଅନ୍ୟମାନେ ପାପ କାମରେ ଲଗାନ୍ତି। ପାପର ପ୍ରାୟଶ୍ଚିତ୍ତ ପାଇଁ ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ପଠାଇଲେ। ସେଥିପାଇଁ ପରମେଶ୍ୱର ପାପକୁ ବିନାଶ କରିବା ପାଇଁ ମାନବ ଶରୀରକୁ ବ୍ୟବହାର କଲେ।