ଯୋହନ 1:2 - ପବିତ୍ର ବାଇବଲ2 ସେହି ବାକ୍ୟ ଆରମ୍ଭରୁ ପରମେଶ୍ୱରଙ୍କ ସହିତ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ସେ ଆଦ୍ୟରେ ଈଶ୍ଵରଙ୍କ ସହିତ ଥିଲେ। Gade chapit laଓଡିଆ ବାଇବେଲ2 ସେ ଆଦ୍ୟରେ ଈଶ୍ୱରଙ୍କ ସହିତ ଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)2 ସୃଷ୍ଟିର ପ୍ରାରମ୍ଭରୁ ସେହି ବାକ୍ୟ ହିଁ ଈଶ୍ୱରଙ୍କ ସଙ୍ଗରେ ଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେ ଆଦ୍ୟରେ ଈଶ୍ବରଙ୍କ ସହିତ ଥିଲେ। Gade chapit la |
ସମୟେ ସମୟେ ମୁଁ ନିଜେ ନିଜକୁ କହେ, “ମୁଁ ଆଉ ସଦାପ୍ରଭୁଙ୍କ ବିଷୟ କହିବି ନାହିଁ କି ତାଙ୍କ ପାଇଁ ପ୍ରଗ୍ଭର କରିବି ନାହିଁ।” ମାତ୍ର ଏହା କହିଲା ବେଳେ ମୋ’ ଅସ୍ଥି ମଜ୍ଜା ମଧ୍ୟରେ ଯେପରି ପ୍ରଭୁଙ୍କର ବାଣୀ ଅଗ୍ନିତୁଲ୍ୟ ଜଳି ଉଠେ। ମୁଁ ହୃଦୟ ମଧ୍ୟରେ ତାକୁ ସମ୍ଭାଳି ରଖିପାରେ ନାହିଁ। ସେଗୁଡ଼ିକୁ ଭିତରେ ଧରି ରଖିବା ପାଇଁ ଚେଷ୍ଟା କଲି କିନ୍ତୁ ମୁଁ ତାହା କରିବା ପାଇଁ ଅସମର୍ଥ ହେଲି।