Biblia Todo Logo
Bib sou entènèt

- Piblisite -




ଯୋହନ 1:23 - ପବିତ୍ର ବାଇବଲ

23 ଯୋହନ ସେମାନଙ୍କୁ ଭବିଷ୍ୟ‌‌‌ଦ୍‌‌‌ବକ୍ତା ଯିଶାଇୟଙ୍କ ବାକ୍ୟକୁ ବ୍ୟବହାର କରି କହିଲେ: “ମୁଁ ମରୁଭୂମିରେ ଚିତ୍କାର କରୁଥିବା ଜଣେ ବ୍ୟକ୍ତିର ସ୍ୱର: ‘ପ୍ରଭୁଙ୍କ ପାଇଁ ଗୋଟିଏ ସଳଖରାସ୍ତା ପ୍ରସ୍ତୁତ କର।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସେ କହିଲେ, ଯିଶାଇୟ ଭାବବାଦୀ ଯେପରି କହିଥିଲେ, ମୁଁ ସେହି ପ୍ରକାର ପ୍ରାନ୍ତରରେ ଉଚ୍ଚ ଶଦ୍ଦ କରୁଥିବା ଜଣକର ସ୍ଵର, ପ୍ରଭୁଙ୍କ ପଥ ସଳଖ କର।

Gade chapit la Kopi

ଓଡିଆ ବାଇବେଲ

23 ସେ କହିଲେ, ଯିଶାଇୟ ଭାବବାଦୀ ଯେପରି କହିଥିଲେ, ମୁଁ ସେହି ପ୍ରକାର ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ସଳଖ କର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ଯୋହନ ଭାବବାଦୀ ଯିଶାଇୟଙ୍କ ଉକ୍ତ ଉଦ୍ଧାର କରି କହିଲେ, “ମରୁ ପ୍ରାନ୍ତରରେ ଚିକ୍ରାର କରୁଥିବା ମୁଁ ଗୋଟିଏ କଣ୍ଠ ସ୍ୱର। ମୁଁ କହେ, ‘ପ୍ରଭୁଙ୍କ ପାଇଁ ପଥ ପ୍ରସ୍ତୁତ କର’।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସେ କହିଲେ, “ଯିଶାଇୟ ଭାବବାଦୀ ଯେପରି କହିଥିଲେ, ‘ମୁଁ ସେହି ପ୍ରକାର ମରୁପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ସଳଖ କର।’”

Gade chapit la Kopi




ଯୋହନ 1:23
9 Referans Kwoze  

“ମରୁଭୂମିରେ ଜଣେ ପାଟିକରି କହୁଛି; ‘ପ୍ରଭୁଙ୍କ ପାଇଁ ପଥ ପ୍ରସ୍ତୁତ କର, ତାହାଙ୍କ ପାଇଁ ରାସ୍ତା ସମତଳ କର।’”


ସେହି ଯୋହନଙ୍କ ବିଷୟରେ ଭବିଷ୍ୟ‌‌‌‌‌‌‌ଦ୍‌‌ବକ୍ତା ଯିଶାଇୟ କହୁଥିଲେ, “ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର: ‘ପ୍ରଭୁଙ୍କର ପଥ ପ୍ରସ୍ତୁତ କର, ତାହାଙ୍କ ରାଜପଥ ସଳଖ କର।’”


ତୁମ୍ଭେମାନେ ନିଜେ ମୋର କହିବା ଶୁଣିଛ ଯେ ‘ମୁଁ ଖ୍ରୀଷ୍ଟ ନୁହେଁ। ତାହାଙ୍କ ପାଇଁ ପଥ ତିଆରି କରିବା ଉଦ୍ଦେଶ୍ୟରେ ଈଶ୍ୱର ମୋତେ ପଠାଇଛନ୍ତି।’


ସେଥିରେ ସେମାନେ ତାହାଙ୍କୁ ପଗ୍ଭରିଲେ, “ତେବେ ଆପଣ କିଏ? ଆପଣ ନିଜ ବିଷୟରେ କଅଣ କୁହନ୍ତି, ଆମ୍ଭକୁ ପଠାଇଥିବା ଲୋକମାନଙ୍କୁ କହିବା ପାଇଁ ଆମ୍ଭକୁ ଗୋଟିଏ ଉତ୍ତର ଦିଅନ୍ତୁ। ଆପଣ ନିଜ ବିଷୟରେ କ'ଣ କହୁଛନ୍ତି?”


ଫାରୂଶୀମାନେ ଯୋହନଙ୍କୁ ପଚାରିବା ପାଇଁ ଏହି ଯିହୂଦୀମାନଙ୍କୁ ପଠାଇଥିଲେ।


Swiv nou:

Piblisite


Piblisite