ଯୋହନ 1:3 - ପବିତ୍ର ବାଇବଲ3 ତାହାଙ୍କ ଦ୍ୱାରା ସବୁକିଛି ସୃଷ୍ଟି ହୋଇଅଛି। ଏହି ସଂସାରରେ ଏପରି କିଛି ବସ୍ତୁ ନାହିଁ, ଯାହା ତାହାଙ୍କ ଦ୍ୱାରା ସୃଷ୍ଟି ହୋଇ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)3 ତାହାଙ୍କ ଦ୍ଵାରା ସମସ୍ତ ସୃଷ୍ଟ ହେଲା; ଆଉ ଯେସମସ୍ତ ସୃଷ୍ଟ ହୋଇଅଛି, ସେଥିମଧ୍ୟରୁ ଗୋଟିଏ ସୁଦ୍ଧା ତାହାଙ୍କ ବିନା ସୃଷ୍ଟ ହୋଇ ନାହିଁ। Gade chapit laଓଡିଆ ବାଇବେଲ3 ତାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ ହେଲା; ଆଉ ଯେ ସମସ୍ତ ସୃଷ୍ଟ ହୋଇଅଛି, ସେଥିମଧ୍ୟରୁ ଗୋଟିଏ ସୁଦ୍ଧା ତାହାଙ୍କ ବିନା ସୃଷ୍ଟ ହୋଇ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)3 ପୁଣି ସେହି ବାକ୍ୟ ଦ୍ୱାରା ଈଶ୍ୱର ସମସ୍ତ ସୃଷ୍ଟି କଲେ। ତାଙ୍କ ବିନା କିଛି ହିଁ ସୃଷ୍ଟି ହୋଇ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ ହେଲା; ଆଉ ଯେ ସମସ୍ତ ସୃଷ୍ଟ ହୋଇଅଛି, ସେଥିମଧ୍ୟରୁ ଗୋଟିଏ ସୁଦ୍ଧା ତାହାଙ୍କ ବିନା ସୃଷ୍ଟ ହୋଇ ନାହିଁ। Gade chapit la |