ଯୋହନ 1:36 - ପବିତ୍ର ବାଇବଲ36 ସେତେବେଳେ ଯୋହନ ଯୀଶୁଙ୍କୁ ସେହି ବାଟ ଦେଇ ଯାଉଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ଏହି ଦେଖ, ପରମେଶ୍ୱରଙ୍କର ମେଷଶାବକ।” Gade chapit laପବିତ୍ର ବାଇବଲ (Re-edited) - (BSI)36 ଆଉ, ସେ ଯୀଶୁଙ୍କୁ ସେହି ବାଟ ଦେଇ ଯାଉଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହି ଦେଖ, ଈଶ୍ଵରଙ୍କ ମେଷଶାବକ। Gade chapit laଓଡିଆ ବାଇବେଲ36 ଆଉ, ସେ ଯୀଶୁଙ୍କୁ ସେହି ବାଟ ଦେଇ ଯାଉଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହି ଦେଖ, ଈଶ୍ୱରଙ୍କ ମେଷଶାବକ । Gade chapit laପବିତ୍ର ବାଇବଲ (CL) NT (BSI)36 ସେହି ବାଟେ ଯୀଶୁ ଚାଲି ଯାଉଥିବା ଦେଖି ଯୋହନ କହିଲେ: “ଏହି ଦେଖ, ଈଶ୍ୱରଙ୍କ ମେଷଶାବକ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ଆଉ, ସେ ଯୀଶୁଙ୍କୁ ସେହି ବାଟ ଦେଇ ଯାଉଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହି ଦେଖ, ଈଶ୍ବରଙ୍କ ମେଷଶାବକ। Gade chapit la |
ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ୍। ଆମ୍ଭ ବିଶ୍ୱାସର ନେତା ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ୱାସକୁ ସିଦ୍ଧ କରନ୍ତି। ସେ କ୍ରୁଶ ଉପରେ ମୃତ୍ୟୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କ୍ରୁଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ୱର ତାହାଙ୍କ ସମ୍ମୁଖରେ ଯେଉଁ ଆନନ୍ଦର ଲକ୍ଷ୍ୟ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ୱରଙ୍କ ସିଂହାସନର ଡାହାଣରେ ବସିଛନ୍ତି।