Biblia Todo Logo
Bib sou entènèt

- Piblisite -




ଯୋହନ 1:40 - ପବିତ୍ର ବାଇବଲ

40 ଏହି ଦୁଇ ଜଣ ଲୋକ ଯୋହନଙ୍କଠାରୁ ଯୀଶୁଙ୍କ ବିଷୟରେ ଶୁଣି ତାହାଙ୍କର ପଛେ ପଛେ ଯାଇଥିଲେ, ସେ ଦୁଇ ଜଣଙ୍କ ମଧ୍ୟରୁ ଜଣେ ଥିଲେ ଆନ୍ଦ୍ରିୟ। ଆନ୍ଦ୍ରିୟ ଶିମୋନ ପିତରଙ୍କର ଭାଇ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ଯେଉଁ ଦୁଇ ଜଣ ଯୋହନଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଶିମୋନ ପିତରଙ୍କ ଭାଇ ଆନ୍ଦ୍ରୀୟ ଥିଲେ।

Gade chapit la Kopi

ଓଡିଆ ବାଇବେଲ

40 ଯେଉଁ ଦୁଇ ଜଣ ଯୋହନଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଶିମୋନ ପିତରଙ୍କ ଭାଇ ଆନ୍ଦ୍ରୀୟ ଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

40 ସେହି ଦୁଇ ଜଣଙ୍କ ମଧ୍ୟରୁ ଜଣେ ଥିଲେ ଶିମୋନ ପିତରଙ୍କ ଭାଇ ଆନ୍ଦ୍ରିୟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ଯେଉଁ ଦୁଇ ଜଣ ଯୋହନଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଶିମୋନ ପିତରଙ୍କ ଭାଇ ଆନ୍ଦ୍ରିୟ ଥିଲେ।

Gade chapit la Kopi




ଯୋହନ 1:40
11 Referans Kwoze  

ସେହି ବାରଜଣ ଶିଷ୍ୟଙ୍କ ନାମ ଏହିଭଳି: ଶିମୋନ (ଯାହାଙ୍କୁ ପିତର ବୋଲି କୁହାଯାଏ), ତାହାଙ୍କ ଭାଇ ଆନ୍ଦ୍ରିୟ, ଜେବଦୀଙ୍କ ପୁଅ ଯାକୁବ ଓ ତାହାଙ୍କ ଭାଇ ଯୋହନ।


ପ୍ରେରିତମାନେ ସେଠାରେ ପହଞ୍ଚି ଉପର ମହଲାର ଏକ କୋଠରି ଭିତରକୁ ଗଲେ, ସେଠାରେ ସେମାନେ ରହିଲେ। ଏ ପ୍ରେରିତମାନେ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲି‌ପ୍‌ପ, ଥୋମା, ବାର୍ଥଲମି, ମାଥିଉ, ଆଲଫିର ପୁତ୍ର ଯାକୁବ, ସାହସୀ ଶିମୋନ ଓ ଯାକୁବର ପୁତ୍ର ଯିହୂଦା ଥିଲେ।


ସେଠାରେ ଆଉଜଣେ ଶିଷ୍ୟ, ଆନ୍ଦ୍ରିୟ ଉପସ୍ଥିତ ଥିଲେ, ସେ ଶିମୋନ ପିତରଙ୍କର ଭାଇ। ଆନ୍ଦ୍ରିୟ କହିଲେ,


ଯୀଶୁ ଗିନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ। ତାହାଙ୍କ ଗ୍ଭରିପଟେ ଘେରିଯାଇ ଠିଆ ହେବାକୁ ଲୋକମାନେ ଠେଲାପେଲା ହେଉଥିଲେ। ସେମାନେ ତାହାଙ୍କଠାରୁ ପରମେଶ୍ୱରଙ୍କ ଉପଦେଶ ବାଣୀ ଶୁଣିବାକୁ ଗ୍ଭହୁଁଥିଲେ।


ଯୀଶୁ ସେମାନଙ୍କୁ କହିଲେ, “ମୋ’ ସହିତ ଆସ, ଆଉ ତୁମ୍ଭେମାନେ ଦେଖିବ।” ତେଣୁ ସେହି ଦୁଇଜଣ ଯୀଶୁଙ୍କ ସହିତ ଗଲେ ଏବଂ ସେମାନେ ତାହାଙ୍କର ରହିବା ସ୍ଥାନ ଦେଖିଲେ। ସେ ଦିନ ସେମାନେ ଯୀଶୁଙ୍କ ସିହତ ରହିଲେ। ସେତେବେଳେ ସମୟ ପ୍ରାୟ ଗ୍ଭରିଘଣ୍ଟା ହୋଇଥିଲା।


ସେହି ବିବାହ ଉତ୍ସବକୁ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ମଧ୍ୟ ନିମନ୍ତ୍ରିତ ହୋଇଥିଲେ।


ତେଣୁ ଶିଷ୍ୟମାନେ ନିଜ ନିଜ ମଧ୍ୟରେ କଥାବାର୍ତ୍ତା ହେଲେ, “ତାହାଙ୍କ ଲାଗି କିଏ ଖାଦ୍ୟ ଆଣିଲା କି?”


Swiv nou:

Piblisite


Piblisite