ଯୋହନ 1:47 - ପବିତ୍ର ବାଇବଲ47 ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାଙ୍କ ବିଷୟରେ କହିଲେ, ଏହି ଦେଖ, ଏ ଜଣେ ପ୍ରକୃତ ଇସ୍ରାଏଲୀୟ ଲୋକ, ତାହାଙ୍କଠାରେ କୌଣସି ଅସାଧୁତା ନାହିଁ।” Gade chapit laପବିତ୍ର ବାଇବଲ (Re-edited) - (BSI)47 ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାଙ୍କ ବିଷୟରେ କହିଲେ, ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ। Gade chapit laଓଡିଆ ବାଇବେଲ47 ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାଙ୍କ ବିଷୟରେ କହିଲେ, ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)47 ଯୀଶୁ ନିଥ୍ନିୟେଲଙ୍କୁ ଆସୁଥିବା ଦେଖି କହିଲେ, “ଏ ଜଣେ ପ୍ରକୃତ ଇଶ୍ରାୟେଲୀୟ। ଏହାଙ୍କଠାରେ ତିଳେ ହେଲେ କପଟତା ନାହିଁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT47 ଯୀଶୁ ନିଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାହାଙ୍କ ବିଷୟରେ କହିଲେ, “ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ।” Gade chapit la |