ଯୋହନ 1:6 - ପବିତ୍ର ବାଇବଲ6 ଯୋହନ ନାମକ ଜଣେ ବ୍ୟକ୍ତି ଥିଲେ। ତାହାଙ୍କୁ ପରମେଶ୍ୱର ପଠାଇଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଈଶ୍ଵରଙ୍କ ନିକଟରୁ ପ୍ରେରିତ ଜଣେ ବ୍ୟକ୍ତି ଉପସ୍ଥିତ ହେଲେ; ତାହାଙ୍କ ନାମ ଯୋହନ। Gade chapit laଓଡିଆ ବାଇବେଲ6 ଈଶ୍ୱରଙ୍କ ନିକଟରୁ ପ୍ରେରିତ ଜଣେ ବ୍ୟକ୍ତି ଉପସ୍ଥିତ ହେଲେ; ତାହାଙ୍କ ନାମ ଯୋହନ । Gade chapit laପବିତ୍ର ବାଇବଲ (CL) NT (BSI)6 ଏହି ଜ୍ୟୋତି ବିଷୟରେ ସାକ୍ଷ୍ୟ ଦେବାକୁ ଯୋହନ ନାମକ ଜଣେ ବ୍ୟକ୍ତିଙ୍କୁ ଈଶ୍ୱର ପ୍ରେରଣ କରିଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଈଶ୍ବରଙ୍କ ନିକଟରୁ ପ୍ରେରିତ ଜଣେ ବ୍ୟକ୍ତି ଉପସ୍ଥିତ ହେଲେ; ତାହାଙ୍କ ନାମ ଯୋହନ। Gade chapit la |
କୁହ, ଯୋହନଙ୍କ ବାପ୍ତିସ୍ମ କେଉଁଠାରୁ ଆସିଥିଲା?” ପରମେଶ୍ୱରଙ୍କ ପାଖରୁ ନା ମଣିଷ ପାଖରୁ?” ମୁଖ୍ୟ ଯାଜକ ଓ ପ୍ରାଚୀନ ନେତାମାନେ ଯୀଶୁଙ୍କ ପ୍ରଶ୍ନ ବିଷୟରେ ଆଲୋଚନା କଲେ।” ସେମାନେ ନିଜ ନିଜ ଭିତରେ କୁହାକୁହି ହେଲେ, ‘ଆମ୍ଭେ ଯଦି କହିବା ଯେ ଯୋହନଙ୍କ ବାପ୍ତିସ୍ମ ପରମେଶ୍ୱରଙ୍କଠାରୁ ଆସିଥିଲା,’ ତେବେ ଯୀଶୁ ପଗ୍ଭରିବେ, ‘ତେବେ ଯୋହନଙ୍କୁ ତୁମ୍ଭେମାନେ କାହିଁକି ବିଶ୍ୱାସ କଲ ନାହିଁ?’