Biblia Todo Logo
Bib sou entènèt

- Piblisite -




ଯୋହନ 10:13 - ପବିତ୍ର ବାଇବଲ

13 ସେ ଲୋକଟି ଦୌଡ଼ି ପଳାଏ, କାରଣ ସେ ମୂଲିଆ। ସେ ପ୍ରକୃତରେ ମେଷମାନଙ୍କର ଯତ୍ନ ନିଏ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 କାରଣ ସେ ବର୍ତ୍ତନଗ୍ରାହକ ଓ ମେଷଗୁଡ଼ିକ ନିମନ୍ତେ ଚିନ୍ତା କରେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

13 କାରଣ ସେ ମୂଲିଆ ଓ ମେଷଗୁଡ଼ିକ ନିମନ୍ତେ ଚିନ୍ତା କରେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ଯେ ମୂଲ ନେଇ ମେଷ ଜଗିଥାଏ, ସେ ପଳାଇଯାଏ, କାରଣ ସେ ଜଣେ ମୂଲିଆ ମାତ୍ର– ମେଷମାନଙ୍କ ପାଇଁ ତା’ର ଦରଦ ନ ଥାଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କାରଣ ସେ ମୂଲିଆ ଓ ମେଷଗୁଡ଼ିକ ନିମନ୍ତେ ଚିନ୍ତା କରେ ନାହିଁ।

Gade chapit la Kopi




ଯୋହନ 10:13
7 Referans Kwoze  

ତୀମଥିଙ୍କ ଭଳି ମୋ’ ପାଖରେ ଆଉ କେହି ଲୋକ ନାହାନ୍ତି।


କିନ୍ତୁ ଯିହୂଦା ଗରିବ ଲୋକମାନଙ୍କ ପ୍ରତି ପ୍ରକୃତରେ ଚିନ୍ତିତ ନ ଥିଲା। ସେ ନିଜେ ଗ୍ଭେର ଥିବାରୁ ଏ କଥା କହିଲା। ସେ ଶିଷ୍ୟମାନଙ୍କ ପାଇଁ ଟଙ୍କା-ବାକ୍ସ ନିଜ ପାଖରେ ରଖୁଥିଲା। ଏବଂ ସେ ପ୍ରାୟ ସେହି ବାକ୍ସରୁ ଟଙ୍କା ଗ୍ଭେରି କରୁଥିଲା।


ତା'ପରେ ସେମାନେ ସମାଜଗୃହର ପ୍ରଧାନ କର୍ତ୍ତା ସୋସ୍ଥନାଙ୍କୁ ଧରିନେଇ ଅଦାଲତ ସାମନାରେ ପିଟିଲେ। କିନ୍ତୁ ଗାଲ୍ଲିୟୋନ୍ ଏଥି ପ୍ରତି ମୋଟେ ଦୃଷ୍ଟି ଦେଲେ ନାହିଁ।


ମେଷ ରଖିବା ପାଇଁ ଯେଉଁ ମୂଲିଆକୁ ରଖାଯାଇଛି, ସେ ଲୋକ ମେଷପାଳକଠାରୁ ଭିନ୍ନ। ମେଷଗୁଡ଼ିକ ମୂଲିଆର ନୁହନ୍ତି। ତେଣୁ ସେ ଗଧିଆ ଆସିବା ଦେଖିଲେ ମେଷମାନଙ୍କୁ ଏକୁଟିଆ ଛାଡ଼ି ଦୌଡ଼ି ପଳାଏ। ତା'ପରେ ଗଧିଆ ମେଷମାନଙ୍କ ଉପରକୁ କୁଦାମାରେ ଓ ସେମାନଙ୍କୁ ଛିନ୍ନଭିନ୍ନ କରି ଦିଏ।


“ମୁଁ ମେଷପାଳକ ଯିଏ କି ମେଷମାନଙ୍କର ଯତ୍ନ ନିଏ। ମୁଁ ମୋର ମେଣ୍ଢାକୁ ଜାଣେ ଯେପରି, ପରମପିତା ମୋତେ ଜାଣନ୍ତି।


ତୁମ୍ଭେମାନେ ଯେପରି ଚିନ୍ତା ନ କର ଏହା ମୋର ଇଚ୍ଛା। ଅବିବାହିତ ଲୋକ ପ୍ରଭୁଙ୍କ କାମରେ ଲାଗିଥାଏ ଓ ସେ ପ୍ରଭୁଙ୍କୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରେ।


କିନ୍ତୁ ଯେଉଁ ଲୋକ ବିବାହିତ, ସେ ସାଂସାରିକ ବିଷୟରେ ଲିପ୍ତ ରହି ତା'ର ପତ୍ନୀକୁ ସନ୍ତୁଷ୍ଟ କରିବା ପାଇଁ ବ୍ୟସ୍ତ ରହିଥାଏ। ଅତଏବ ସେ ଦୁଇଟି ବିଷୟ ପ୍ରତି ଧ୍ୟାନ ଦିଅ: ପତ୍ନୀକୁ ସନ୍ତୁଷ୍ଟ ଓ ପ୍ରଭୁଙ୍କୁ ସନ୍ତୁଷ୍ଟ କରିବା। ଜଣେ ଅବିବାହିତା ସ୍ତ୍ରୀ ଅର୍ଥାତ୍ କୁମାରୀ କନ୍ୟା ପ୍ରଭୁଙ୍କ ପାଇଁ ସମୟ ଦିଏ।


Swiv nou:

Piblisite


Piblisite