Biblia Todo Logo
Bib sou entènèt

- Piblisite -




ଯୋହନ 10:19 - ପବିତ୍ର ବାଇବଲ

19 ଯୀଶୁଙ୍କର ଉକ୍ତ ସମସ୍ତ କଥା ଶୁଣିବା ପରେ ଯିହୂଦୀମାନଙ୍କ ମଧ୍ୟରେ ପୂନର୍ବାର ଭିନ୍ନ ମତ ପ୍ରକାଶ ପାଇଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଏହିସମସ୍ତ କଥା ହେତୁ ଯିହୁଦୀମାନଙ୍କ ମଧ୍ୟରେ ପୁନର୍ବାର ମତଭେଦ ଘଟିଲା।

Gade chapit la Kopi

ଓଡିଆ ବାଇବେଲ

19 ଏହି ସମସ୍ତ କଥା ହେତୁ ଯିହୂଦୀମାନଙ୍କ ମଧ୍ୟରେ ପୁନର୍ବାର ମତଭେଦ ଘଟିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ଯୀଶୁଙ୍କର ଏହି କଥା ଯୋଗୁଁ ପୁନର୍ବାର ଲୋକମାନଙ୍କ ମଧ୍ୟରେ ମତଭେଦ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଏହି ସମସ୍ତ କଥା ହେତୁ ଯିହୁଦୀମାନଙ୍କ ମଧ୍ୟରେ ପୁନର୍ବାର ମତଭେଦ ଘଟିଲା।

Gade chapit la Kopi




ଯୋହନ 10:19
9 Referans Kwoze  

କେତେକ ଫାରୂଶୀମାନେ କହିଲେ, “ଏ ଲୋକ ବିଶ୍ରାମବାରର ନିୟମ ମାନୁ ନାହିଁ। ତେଣୁ ସେ ପରମେଶ୍ୱରଙ୍କ ପାଖରୁ ଆସି ନାହିଁ।” ଅନ୍ୟମାନେ କହିଲେ, “ଜଣେ ପାପୀ କେବେ ଏଭଳି ଆଶ୍ଚର୍ଯ୍ୟ କାର୍ଯ୍ୟ କରି ପାରିବ ନାହିଁ।” ଏହା ଯିହୂଦୀମାନଙ୍କ ମଧ୍ୟରେ ମତଭେଦ ହେଲା।


ତୁମ୍ଭେମାନେ ଆତ୍ମିକ ଜୀବନରେ ଏବେ ମଧ୍ୟ ଶିଶୁ ଭଳି ଅଛ। ତୁମ୍ଭେମାନେ ପରସ୍ପରକୁ ଈର୍ଷା କରୁଛ ଓ ପରସ୍ପର ମଧ୍ୟରେ କଳହ କରୁଛ। ଏଥିରୁ ଜଣାପଡ଼େ ତୁମ୍ଭେମାନେ ଏବେ ମଧ୍ୟ ଆତ୍ମିକ ନୁହଁ। ତୁମ୍ଭେ ଜାଗତିକ ଲୋକମାନଙ୍କ ଭଳି ଆଚରଣ କରୁଛ।


ନଗରର ଲୋକମାନେ ଦୁଇ ଦଳରେ ଭାଗ ହୋଇଗଲେ। କେତେକ ଯିହୂଦୀୟମାନଙ୍କ ପକ୍ଷରେ ଓ ଅନ୍ୟ ଦଳ ପ୍ରେରିତମାନଙ୍କ ପକ୍ଷରେ ଥିଲେ।


ପ୍ରଥମେ ମୁଁ ଶୁଣିଛି ଯେ, ତୁମ୍ଭେମାନେ ମଣ୍ଡଳୀ ସଭାରେ ସମବେତ ହେଲାବେଳେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ଘଟେ।


ତା'ପରେ ଯିହୂଦୀମାନେ ପରସ୍ପର ଭିତରେ ଯୁକ୍ତିତର୍କ କରିବାକୁ ଲାଗିଲେ। ସେମାନେ କହିଲେ, “ଏ ଲୋକ କିପରି ଆମ୍ଭମାନଙ୍କୁ ତା'ର ଶରୀର ଖାଇବା ପାଇଁ ଦେଇ ପାରିବ?”


Swiv nou:

Piblisite


Piblisite