Biblia Todo Logo
Bib sou entènèt

- Piblisite -




ଯୋହନ 10:23 - ପବିତ୍ର ବାଇବଲ

23 ଯୀଶୁ ମନ୍ଦିରରେ ଶଲୋମନଙ୍କର ମଣ୍ଡପରେ ବୁଲୁ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଆଉ ଯୀଶୁ ମନ୍ଦିରରେ ଶଲୋମନଙ୍କ ମଣ୍ତପରେ ବୁଲୁଥିଲେ।

Gade chapit la Kopi

ଓଡିଆ ବାଇବେଲ

23 ଆଉ ଯୀଶୁ ମନ୍ଦିରରେ ଶଲୋମନଙ୍କ ମଣ୍ଡପରେ ବୁଲୁଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ଯୀଶୁ ମନ୍ଦିରର “ଶଲୋମନ” ମଣ୍ଡପ ଉପରେ ବୁଲୁଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଆଉ ଯୀଶୁ ମନ୍ଦିରରେ ଶଲୋମନଙ୍କ ମଣ୍ଡପରେ ବୁଲୁଥିଲେ।

Gade chapit la Kopi




ଯୋହନ 10:23
3 Referans Kwoze  

ପ୍ରେରିତମାନଙ୍କ ଦ୍ୱାରା ଲୋକମାନଙ୍କ ମଧ୍ୟରେ ବହୁତଗୁଡ଼ିଏ ଚିହ୍ନ ଓ ଆଶ୍ଚର୍ଯ୍ୟ କାର୍ଯ୍ୟମାନ କରାଗଲା। ସେମାନେ ସମସ୍ତେ ଗୋଟିଏ ଉଦ୍ଦେଶ୍ୟରେ ଶଲୋମନଙ୍କ ମଣ୍ଡପରେ ଏକାଠି ହେଲେ।


ସେ ସୁସ୍ଥ ଲୋକଟି ପିତର ଓ ଯୋହନଙ୍କ ପାଖେ ପାଖେ ରହିଲା। ତେଣୁ ସମସ୍ତେ ଆଶ୍ଚର୍ଯ୍ୟ ହୋଇ “ଶଲୋମନଙ୍କ ମଣ୍ଡପ”ରେ ସେମାନଙ୍କ ପାଖକୁ ଦୌଡ଼ି ଆସିଲେ। ତାହା ଦେଖି ପିତର ଲୋକମାନଙ୍କୁ କହିଲେ, “ହେ ଇସ୍ରାଏଲର ଲୋକମାନେ, ତୁମ୍ଭେମାନେ ଏହା ଦେଖି କାହିଁକି ଆଶ୍ଚର୍ଯ୍ୟ ହେଉଅଛ?


ସେତେବେଳେ ଶୀତଋତୁ। ଯିରୁଶାଲମରେ ‘ମନ୍ଦିର ପ୍ରତିଷ୍ଠା’ ପର୍ବ ପଡ଼ିଲା।


Swiv nou:

Piblisite


Piblisite