ଯୋହନ 10:25 - ପବିତ୍ର ବାଇବଲ25 ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ କହି ସାରିଛି କିନ୍ତୁ ତୁମ୍ଭେ ବିଶ୍ୱାସ କରୁ ନାହଁ। ମୁଁ ମୋର ପରମପିତାଙ୍କ ନାମରେ ଅନେକ ଆଶ୍ଚର୍ଯ୍ୟକାର୍ଯ୍ୟ କରିଛି। ସେହି ଆଶ୍ଚର୍ଯ୍ୟକାର୍ଯ୍ୟ ସବୁ ଦର୍ଶାଏ ଯେ, ମୁଁ କିଏ। Gade chapit laପବିତ୍ର ବାଇବଲ (Re-edited) - (BSI)25 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ କହିଅଛି, କିନ୍ତୁ ତୁମ୍ଭେମାନେ ବିଶ୍ଵାସ କରୁ ନାହଁ; ମୋହର ପିତାଙ୍କ ନାମରେ ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେହିସବୁ ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି; Gade chapit laଓଡିଆ ବାଇବେଲ25 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ କହିଅଛି, କିନ୍ତୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ; ମୋହର ପିତାଙ୍କ ନାମରେ ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେହି ସବୁ ମୋ' ବିଷୟରେ ସାକ୍ଷ୍ୟ ଦେଉଅଛି; Gade chapit laପବିତ୍ର ବାଇବଲ (CL) NT (BSI)25 ଯୀଶୁ ଉତ୍ତର ଦେଲେ, “ମୁଁ ଆଗରୁ କହି ସାରିଛି। ତୁମେ ତ ମୋତେ ବିଶ୍ୱାସ କରୁ ନାହଁ। ପିତା ଈଶ୍ୱରଙ୍କଠାରୁ କ୍ଷମତା ପାଇ ମୁଁ ଯେଉଁସବୁ କାର୍ଯ୍ୟ କରୁଛି, ତାହା କ’ଣ ମୋ’ ସପକ୍ଷରେ ପ୍ରମାଣ ଦେଉ ନାହିଁ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ କହିଅଛି, କିନ୍ତୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ; ମୋହର ପିତାଙ୍କ ନାମରେ ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେହିସବୁ ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି; Gade chapit la |