ଯୋହନ 10:4 - ପବିତ୍ର ବାଇବଲ4 ସେ ସବୁ ମେଷମାନଙ୍କୁ ବାହାରକୁ ଆଣେ, ସେମାନଙ୍କ ଆଗେ ଆଗେ ଗ୍ଭଲେ ଓ ମେଷମାନେ ତାହାର ଅନୁସରଣ କରନ୍ତି, କାରଣ ମେଷମାନେ ତା'ର ସ୍ୱର ଜାଣନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)4 ସେ ନିଜର ମେଷସବୁକୁ ବାହାର କଲା ଉତ୍ତାରେ ସେମାନଙ୍କ ଆଗେ ଆଗେ ଚାଲେ ଓ ମେଷଗୁଡ଼ିକ ତାହାର ପଛେ ପଛେ ଚାଲନ୍ତି, କାରଣ ସେମାନେ ତାହାର ସ୍ଵର ଚିହ୍ନନ୍ତି; Gade chapit laଓଡିଆ ବାଇବେଲ4 ସେ ନିଜର ମେଷସବୁକୁ ବାହାର କଲା ଉତ୍ତାରେ ସେମାନଙ୍କ ଆଗେ ଆଗେ ଚାଲେ ଓ ମେଷଗୁଡ଼ିକ ତାହାର ପଛେ ପଛେ ଚାଲନ୍ତି, କାରଣ ସେମାନେ ତାହାର ସ୍ୱର ଚିହ୍ନନ୍ତି; Gade chapit laପବିତ୍ର ବାଇବଲ (CL) NT (BSI)4 ସେମାନଙ୍କୁ ବାହାରକୁ ଆଣିବାବେଳେ ଆଗେ ଆଗେ ମେଷପାଳକ ଚାଲେ ଓ ମେଷଗୁଡ଼ିକ ତା’ର ପଛେ ପଛେ ଚାଲନ୍ତି, କାରଣ ସେମାନେ ତା’ର ସ୍ୱର ଚିହ୍ନନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେ ନିଜର ମେଷସବୁକୁ ବାହାର କଲା ଉତ୍ତାରେ ସେମାନଙ୍କ ଆଗେ ଆଗେ ଚାଲେ ଓ ମେଷଗୁଡ଼ିକ ତାହାର ପଛେ ପଛେ ଚାଲନ୍ତି, କାରଣ ସେମାନେ ତାହାର ସ୍ୱର ଚିହ୍ନନ୍ତି; Gade chapit la |
ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ୍। ଆମ୍ଭ ବିଶ୍ୱାସର ନେତା ଯୀଶୁ ଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ୱାସକୁ ସିଦ୍ଧ କରନ୍ତି। ସେ କ୍ରୁଶ ଉପରେ ମୃତ୍ୟୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କ୍ରୁଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ୱର ତାହାଙ୍କ ସମ୍ମୁଖରେ ଯେଉଁ ଆନନ୍ଦର ଲକ୍ଷ୍ୟ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ୱରଙ୍କ ସିଂହାସନର ଡାହାଣରେ ବସିଛନ୍ତି।