Biblia Todo Logo
Bib sou entènèt

- Piblisite -




ଯୋହନ 10:8 - ପବିତ୍ର ବାଇବଲ

8 ମୋ’ ପୂର୍ବରୁ ଯେଉଁ ଲୋକମାନେ ଆସିଥିଲେ, ସେମାନେ ଗ୍ଭେର ଓ ଡକାୟତ। ମେଷମାନେ ସେମାନଙ୍କ କଥା ଶୁଣିଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଯେତେ ଜଣ ମୋʼ ପୂର୍ବରେ ଆସିଅଛନ୍ତି, ସେମାନେ ସମସ୍ତେ ଚୋର ଓ ଡକାଇତ, କିନ୍ତୁ ମେଷସବୁ ସେମାନଙ୍କ କଥା ଶୁଣିଲେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

8 ଯେତେ ଜଣ ମୋ' ପୂର୍ବରେ ଆସିଅଛନ୍ତି, ସେମାନେ ସମସ୍ତେ ଚୋର ଓ ଡକାଇତ, କିନ୍ତୁ ମେଷସବୁ ସେମାନଙ୍କ କଥା ଶୁଣିଲେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଯେଉଁମାନେ ମୋ’ ଆଗରୁ ଆସିଛନ୍ତି, ସେମାନେ ଚୋର ଓ ଡକାଇତ। ମେଷମାନେ ସେମାନଙ୍କ କଥା ଶୁଣି ନାହାନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଯେତେ ଜଣ ମୋʼ ପୂର୍ବରେ ଆସିଅଛନ୍ତି, ସେମାନେ ସମସ୍ତେ ଚୋର ଓ ଡକାଇତ, କିନ୍ତୁ ମେଷସବୁ ସେମାନଙ୍କ କଥା ଶୁଣିଲେ ନାହିଁ।

Gade chapit la Kopi




ଯୋହନ 10:8
11 Referans Kwoze  

“ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଇସ୍ରାଏଲ ମେଷପାଳକମାନଙ୍କ ବିରୁଦ୍ଧରେ ଭବିଷ୍ୟ‌ଦ୍‌ବାଣୀ ପ୍ରଗ୍ଭର କର। ସେହି ପାଳକମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି ଭବିଷ୍ୟ‌ଦ୍‌ବାଣୀ କହନ୍ତି, ‘ଇସ୍ରାଏଲର ମେଷପାଳକମାନଙ୍କୁ ଧିକ୍, ଯେଉଁମାନେ କେବଳ ସେମାନଙ୍କର ଯତ୍ନ ନିଅନ୍ତି। ମେଷପାଳକମାନେ ମେଷମାନଙ୍କର ଯତ୍ନ ନେବା ଉଚିତ୍ ନୁହେଁ କି?


ଯୀଶୁ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଯଦି କୌଣସି ଲୋକ ମେଷଶାଳରେ ପ୍ରବେଶ କରେ, ତେବେ ସେ ଦ୍ୱାର ବାଟେ ଯିବା ଉଚିତ୍। ଯଦି ସେ ଅନ୍ୟ ବାଟ ଚଢ଼ି ଭିତରକୁ ଯାଏ, ତେବେ ସେ ଗ୍ଭେର। ସେ ନିଶ୍ଚୟ ମେଷ ଗ୍ଭେରି କରିବା ପାଇଁ ଚେଷ୍ଟା କରୁଛି।


ସଦାପ୍ରଭୁ କହନ୍ତି, “ଯେଉଁ ପାଳକମାନେ ଆମ୍ଭ ଚରାସ୍ଥାନରେ ମେଷମାନଙ୍କୁ ନଷ୍ଟ ଓ ଛିନ୍ନଭିନ୍ନ କରନ୍ତି, ସେମାନେ ସନ୍ତାପର ପାତ୍ର।”


ଏହା ପୂର୍ବରୁ ଥିଉଦା ନାମକ ଜଣେ ଲୋକ ନିଜକୁ ବହୁତ ବଡ଼ ବୋଲି ଭାବୁଥିଲା। ପ୍ରାୟ ଗ୍ଭରିଶହ ଲୋକ ତାହାର ଅନୁଗାମୀ ଥିଲେ। କିନ୍ତୁ ତାହାକୁ ମାରିଦିଆଗଲା। ପରେ ତା'ର ସମସ୍ତ ଶିଷ୍ୟମାନେ ଛିନ୍ନଭିନ୍ନ ହୋଇ ପଳାଇଗଲେ। ଏହି ସମସ୍ତର କୌଣସି ଫଳ ହେଲା ନାହିଁ।


ମୋ’ ସ୍ୱର ମୋ’ ମେଷମାନେ ଶୁଣନ୍ତି। ମୁଁ ସେମାନଙ୍କୁ ଜାଣେ ଓ ସେମାନେ ମୋତେ ଅନୁସରଣ କରନ୍ତି।


କିନ୍ତୁ ମେଷମାନେ ଅପରିଚିତ ଲୋକର ଅନୁସରଣ କରନ୍ତି ନାହିଁ। ସେମାନେ ତା’ ପାଖରୁ ଦୌଡ଼ି ପଳାନ୍ତି, କାରଣ ସେମାନେ ଅପରିଚିତ ଲୋକର ସ୍ୱର ଚିହ୍ନନ୍ତି ନାହିଁ।”


କାରଣ ଏହି ଦେଶରେ ଆମ୍ଭେ ଏକ ମେଷପାଳକ ଉ‌ତ୍‌ଥାପିତ କରୁଛୁ। ସେ ହଜିଯାଇଥିବା ମେଷଗୁଡ଼ିକ ନିମନ୍ତେ ଯତ୍ନ ନେବ ନାହିଁ। ବିପଥଗାମୀମାନଙ୍କୁ ସେ ଖୋଜିବ ନାହିଁ। ସେ କ୍ଷତିଗ୍ରସ୍ତ ଲୋକଙ୍କୁ ସୁସ୍ଥ କରିବ ନାହିଁ। ଯେଉଁମାନେ ଜୀବନ୍ତ ଅଛନ୍ତି, ସେମାନଙ୍କୁ ସେ ଖୁଆଇବ ନାହିଁ। ସେ ସେଗୁଡ଼ିକର ଖୁରାକୁ ଛିଣ୍ତାଇ ହୃଷ୍ଟପୁଷ୍ଟ ମେଷମାନଙ୍କୁ ଭକ୍ଷ୍ୟଣ କରିବ।”


ଯିରୁଶାଲମର ନେତାମାନେ ଗର୍ଜିଲା ସିଂହ ପରି ଓ ତା'ର ବିଗ୍ଭରକମାନେ ସମତଳ ଭୂମିର ଭୋକିଲା ଗଧିଆ ପରି। ସେମାନେ ସକାଳକୁ କିଛି ରଖନ୍ତି ନାହିଁ।


Swiv nou:

Piblisite


Piblisite