Biblia Todo Logo
Bib sou entènèt

- Piblisite -




ଯୋହନ 11:12 - ପବିତ୍ର ବାଇବଲ

12 ଶିଷ୍ୟମାନେ ଉତ୍ତର ଦେଲେ, “କିନ୍ତୁ ପ୍ରଭୁ, ଯଦି ସେ ଶୋଇଛନ୍ତି, ତେବେ ସେ ସୁସ୍ଥ ହୋଇଯିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେଥିରେ ଶିଷ୍ୟମାନେ ତାହାଙ୍କୁ କହିଲେ, ଯଦି ସେ ନିଦ୍ରା ଯାଇଅଛନ୍ତି, ତାହାହେଲେ ସେ ସୁସ୍ଥ ହେବେ।

Gade chapit la Kopi

ଓଡିଆ ବାଇବେଲ

12 ସେଥିରେ ଶିଷ୍ୟମାନେ ତାହାଙ୍କୁ କହିଲେ, ପ୍ରଭୁ, ଯଦି ସେ ନିଦ୍ରା ଯାଇଅଛନ୍ତି, ତାହାହେଲେ ସେ ସୁସ୍ଥ ହେବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଶିଷ୍ୟମାନେ କହିଲେ: “ପ୍ରଭୁ! ସେ ଯଦି ଶୋଇଛନ୍ତି, ତେବେ ନିଶ୍ଚୟ ସୁସ୍ଥ ହୋଇ ଉଠିବେ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେଥିରେ ଶିଷ୍ୟମାନେ ତାହାଙ୍କୁ କହିଲେ, ପ୍ରଭୁ, ଯଦି ସେ ନିଦ୍ରା ଯାଇଅଛନ୍ତି, ତାହାହେଲେ ସେ ସୁସ୍ଥ ହେବେ।

Gade chapit la Kopi




ଯୋହନ 11:12
3 Referans Kwoze  

ଯୀଶୁ ସମସ୍ତଙ୍କୁ କହିଲେ, “ବାହାରିଯାଅ। ଝିଅଟି ମରି ନାହିଁ। ସେ କେବଳ ଶୋଇ ପଡ଼ିଛି।” ଏହା ଶୁଣି ଲୋକେ ଯୀଶୁଙ୍କୁ ଉପହାସ କଲେ।


ଯୀଶୁ ଏ କଥା କହିବା ସାରିବା ପରେ, କହିଲେ, “ଆମ୍ଭର ବନ୍ଧୁ ଲାଜାର ବର୍ତ୍ତମାନ ଶୋଇଛନ୍ତି। ମୁଁ ତାହାଙ୍କୁ ଉଠେଇବା ପାଇଁ ସେଠାକୁ ଯାଉଛି।”


ଯୀଶୁଙ୍କର କହିବା ଅର୍ଥ ଥିଲା, ଯେ ଲାଜାର ମୃତ। କିନ୍ତୁ ତାହାଙ୍କର ଶିଷ୍ୟମାନେ ବୁଝିଲେ ଯେ ସେ ସାଧାରଣ ଶୋଇବା ବିଷୟରେ କହୁଛନ୍ତି।


Swiv nou:

Piblisite


Piblisite