ଯୋହନ 11:9 - ପବିତ୍ର ବାଇବଲ9 ଯୀଶୁ ଉତ୍ତର ଦେଲେ, “ଦିନ ମଧ୍ୟରେ ବାରଘଣ୍ଟା ଆଲୋକ ଥାଏ। ଜଣେ ଲୋକ ଦିନବେଳେ ଗ୍ଭଲିଲେ ସେ ଝୁଣ୍ଟେ ନାହିଁ କି ପଡ଼େ ନାହିଁ, କାରଣ ଜଗତର ଆଲୋକରେ ସେ ଦେଖି ପାରେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ଯୀଶୁ ଉତ୍ତର ଦେଲେ, ଦିନରେ କଅଣ ବାର ଘଣ୍ଟା ନାହିଁ? କେହି ଦିନରେ ଚାଲିଲେ ଝୁଣ୍ଟେ ନାହିଁ, କାରଣ ସେ ଏହି ଜଗତର ଜ୍ୟୋତିଃ ଦେଖେ; Gade chapit laଓଡିଆ ବାଇବେଲ9 ଯୀଶୁ ଉତ୍ତର ଦେଲେ, ଦିନରେ କ'ଣ ବାର ଘଣ୍ଟା ନାହିଁ ? କେହି ଦିନରେ ଚାଲିଲେ ଝୁଣ୍ଟେ ନାହିଁ, କାରଣ ସେ ଏହି ଜଗତର ଜ୍ୟୋତିଃ ଦେଖେ; Gade chapit laପବିତ୍ର ବାଇବଲ (CL) NT (BSI)9 ଯୀଶୁ କହିଲେ: “ଦିନର ଆଲୁଅ ବାର ଘଣ୍ଟା ନ ଥାଏ କି? ଯେ ଦିନର ଆଲୁଅରେ ଚାଲେ, ସେ ଝୁଣ୍ଟିପଡ଼ ନାହିଁ, କାରଣ ଜଗତ ସେତେବେଳେ ଆଲୋକିତ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଯୀଶୁ ଉତ୍ତର ଦେଲେ, “ଦିନରେ କଅଣ ବାର ଘଣ୍ଟା ନାହିଁ? କେହି ଦିନରେ ଚାଲିଲେ ଝୁଣ୍ଟେ ନାହିଁ, କାରଣ ସେ ଏହି ଜଗତର ଜ୍ୟୋତିଃ ଦେଖେ; Gade chapit la |