Biblia Todo Logo
Bib sou entènèt

- Piblisite -




ଯୋହନ 12:12 - ପବିତ୍ର ବାଇବଲ

12 ତହିଁ ଆରଦିନ ଲୋକମାନେ ଯିରୁଶାଲମରେ ଶୁଣିଲେ ଯେ, ଯୀଶୁ ସେଠାକୁ ଆସୁଛନ୍ତି। ଏହି ଲୋକମାନେ ଅନେକ ସଂଖ୍ୟାରେ ନିସ୍ତାରପର୍ବ ପାଇଁ ଆସିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତହିଁ ଆରଦିନ ପର୍ବକୁ ଆସିଥିବା ବହୁସଂଖ୍ୟକ ଲୋକ ଯୀଶୁ ଯିରୂଶାଲମକୁ ଆସୁଅଛନ୍ତି ବୋଲି ଶୁଣି

Gade chapit la Kopi

ଓଡିଆ ବାଇବେଲ

12 ତହିଁ ଆରଦିନ ପର୍ବକୁ ଆସିଥିବା ବହୁସଂଖ୍ୟକ ଲୋକ ଯୀଶୁ ଯିରୂଶାଲମକୁ ଆସୁଅଛନ୍ତି ବୋଲି ଶୁଣି

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ତା’ ପରଦିନ ନିସ୍ତାର ପର୍ବରେ ଯୋଗ ଦେବାକୁ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତହିଁ ଆରଦିନ ପର୍ବକୁ ଆସିଥିବା ବହୁସଂଖ୍ୟକ ଲୋକ ଯୀଶୁ ଯିରୂଶାଲମ ସହରକୁ ଆସୁଅଛନ୍ତି ବୋଲି ଶୁଣି

Gade chapit la Kopi




ଯୋହନ 12:12
7 Referans Kwoze  

ଯୀଶୁ ନିସ୍ତାରପର୍ବ ଉତ୍ସବର ଛଅ ଦିନ ପୂର୍ବରୁ ବେଥନୀୟାକୁ ଗଲେ। ଲାଜାର ବେଥନୀୟାରେ ରହୁଥିଲେ। (ଯାହାଙ୍କୁ ଯୀଶୁ ମୃତ୍ୟୁରୁ ଉଠେଇ ଥିଲେ)।


ଯୀଶୁ ବେଥନୀୟାରେ ଥିବା କଥା ଅନେକ ଯିହୂଦୀମାନେ ଶୁଣିଲେ। ତେଣୁ ସେମାନେ ତାହାଙ୍କୁ ଦେଖିବା ପାଇଁ ସେଠାକୁ ଗଲେ। ସେମାନେ ଲାଜାରଙ୍କୁ ମଧ୍ୟ ଦେଖିବାକୁ ଗଲେ। ଲାଜାରଙ୍କୁ ଯୀଶୁ ମୃତ୍ୟୁରୁ ଉଠେଇ ଥିଲେ,


ଯେତେବେଳେ ସେମାନେ ଶୁଣିଲେ ଯେ ଏହି ଆଶ୍ଚର୍ଯ୍ୟ କାର୍ଯ୍ୟ ଯୀଶୁଙ୍କ ଦ୍ୱାରା ହୋଇଛି, ଅନେକ ଲୋକ ତାହାଙ୍କୁ ଭେଟିବା ପାଇଁ ଗଲେ।


Swiv nou:

Piblisite


Piblisite