Biblia Todo Logo
Bib sou entènèt

- Piblisite -




ଯୋହନ 12:4 - ପବିତ୍ର ବାଇବଲ

4 ଇଷ୍କାରିୟୋତ ଯିହୂଦା ସେଠାରେ ଥିଲା। ଯିହୂଦା ଯୀଶୁଙ୍କର ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ଥିଲେ। ସେ ପରେ ଯୀଶୁଙ୍କର ବିରୁଦ୍ଧାଚରଣ କରିଥିଲେ। ଯିହୂଦା ମରିୟମଙ୍କ ଏହି କାର୍ଯ୍ୟ ପସନ୍ଦ କଲେ ନାହିଁ। ସେ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କିନ୍ତୁ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଇଷ୍କାରିୟୋତୀୟ ଯିହୂଦା ନାମକ ଯେଉଁ ଶିଷ୍ୟ ତାହାଙ୍କୁ ଶତ୍ରୁହସ୍ତରେ ସମର୍ପଣ କରିବାକୁ ଯାଉଥିଲା, ସେ କହିଲା,

Gade chapit la Kopi

ଓଡିଆ ବାଇବେଲ

4 କିନ୍ତୁ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଇଷ୍କାରିୟୋତୀୟ ଯିହୂଦା ନାମକ ଯେଉଁ ଶିଷ୍ୟ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବାକୁ ଯାଉଥିଲା, ସେ କହିଲା,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ଯୀଶୁଙ୍କ ଶିଷ୍ୟ ଯିହୁଦା ଇଷ୍କରିୟୋଥ୍ (ଯେ ଯୀଶୁଙ୍କ ପ୍ରତି ବିଶ୍ୱାସଘାତକତା କରିବାକୁ ଯାଉଥିଲା) କହିଲା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କିନ୍ତୁ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଇଷ୍କାରିୟୋତୀୟ ଯିହୂଦା ନାମକ ଯେଉଁ ଶିଷ୍ୟ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବାକୁ ଯାଉଥିଲା, ସେ କହିଲା,

Gade chapit la Kopi




ଯୋହନ 12:4
10 Referans Kwoze  

ଉ‌‌‌‌‌‌‌ଦ୍‌‌ଯୋଗୀ ଶିମୋନ ଓ ଇଷ୍କାରିୟୋତ ଯିହୂଦା। ଏହି ଇଷ୍କାରିୟୋତ ଯିହୂଦା ପରେ ଯୀଶୁଙ୍କ ପ୍ରତି ବିଶ୍ୱାସଘାତକତା କରିଥିଲା।


ଯୀଶୁ ଉତ୍ତର ଦେଲେ, “ମୁଁ ଏହି ରୋଟୀ ଖଣ୍ଡିକ ପାତ୍ରରେ ବୁଡ଼େଇ ଯାହାକୁ ଦେବି, ସେହି ଲୋକ ମୋ’ ବିରୁଦ୍ଧରେ ଯିବ।” ତେଣୁ ଯୀଶୁ ଖଣ୍ଡେ ରୋଟୀ ନେଇ ପାତ୍ରରେ ବୁଡ଼ାଇଲେ ଓ ଶିମୋନଙ୍କ ପୁତ୍ର ଇଷ୍କାରିୟୋତ ଯିହୂଦାକୁ ଦେଲ।


ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ସନ୍ଧ୍ୟା ଭୋଜନରେ ବସିଥିଲେ। ଶିମୋନର ପୁତ୍ର ଇଷ୍କାରିୟୋତ ଯିହୂଦାଙ୍କୁ ଯୀଶୁଙ୍କ ବିରୁଦ୍ଧରେ ଶୟତାନ ପ୍ରବର୍ତ୍ତାଇ ସାରିଥିଲା।


ଯାକୁବଙ୍କ ପୁତ୍ର ଯିହୂଦା ଓ ଇଷ୍କାରିୟୋତ ଯିହୂଦା ପରେ ଏହି ଯିହୂଦା ବିଶ୍ୱାସ ଘାତକତା କରି ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା।


ଏହା ପରେ ମୁଁ ଭାବିଲି, “କାହିଁକି ଲୋକମାନେ କଠିନ ପରିଶ୍ରମ କରନ୍ତି?” ମୁଁ ଦେଖିଲି ଲୋକମାନେ ଜୀବନରେ ଉପରକୁ ଉଠିବା ପାଇଁ ଓ ଅନ୍ୟମାନଙ୍କଠାରୁ ଭଲ ରହିବା ପାଇଁ କଠିନ ପରିଶ୍ରମ କରନ୍ତି। କାରଣ, ଲୋକମାନେ ଈର୍ଷାଳୁ ଅଟନ୍ତି ଏବଂ ସେମାନେ କେବେ ଗ୍ଭହାନ୍ତି ନାହିଁ ଯେ, ଅନ୍ୟମାନେ ତା'ଠାରୁ ଅଧିକ ପାଆନ୍ତୁ। ଏହା ଅସାର ଅଟେ। ଏହା ପବନକୁ ଧରିବା ପାଇଁ ଚେଷ୍ଟା କରିବା ତୁଲ୍ୟ ଅଟେ।


ତା'ପରେ ଯୀଶୁଙ୍କର ବାରଜଣ ଶିଷ୍ୟଙ୍କ ମଧ୍ୟରୁ ଜଣେ ଯାଇ ପ୍ରଧାନଯାଜକମାନଙ୍କ ସହିତ କଥାବାର୍ତ୍ତା କଲା। ସେହି ଶିଷ୍ୟର ନାମ ଇଷ୍କାରିୟୋତ ଯିହୂଦା ଥିଲା।


“ସେହି ଅତରର ମୂଲ୍ୟ ତିନିଶହ ରୂପାଟଙ୍କା। ଏହାକୁ ବୀକ୍ରି କରି ସେହି ଟଙ୍କା ଗରିବ ଲୋକମାନଙ୍କୁ ଦେବା ଉଚିତ୍ ଥିଲା,”


Swiv nou:

Piblisite


Piblisite