ଯୋହନ 12:6 - ପବିତ୍ର ବାଇବଲ6 କିନ୍ତୁ ଯିହୂଦା ଗରିବ ଲୋକମାନଙ୍କ ପ୍ରତି ପ୍ରକୃତରେ ଚିନ୍ତିତ ନ ଥିଲା। ସେ ନିଜେ ଗ୍ଭେର ଥିବାରୁ ଏ କଥା କହିଲା। ସେ ଶିଷ୍ୟମାନଙ୍କ ପାଇଁ ଟଙ୍କା-ବାକ୍ସ ନିଜ ପାଖରେ ରଖୁଥିଲା। ଏବଂ ସେ ପ୍ରାୟ ସେହି ବାକ୍ସରୁ ଟଙ୍କା ଗ୍ଭେରି କରୁଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)6 ସେ ଯେ ଦରିଦ୍ରମାନଙ୍କ ନିମନ୍ତେ ଚିନ୍ତା କରୁଥିଲା ବୋଲି ଏହା କହିଲା, ତାହା ନୁହେଁ, କିନ୍ତୁ ସେ ଜଣେ ଚୋର, ଆଉ ତାହା ନିକଟରେ ଟଙ୍କାଥଳୀ ଥିବାରୁ, ସେଥିରେ ଯାହା ଯାହା ରଖାଯାଉଥିଲା, ତାହା ସେ ଚୋରି କରି ନେଇଯାଉଥିଲା। Gade chapit laଓଡିଆ ବାଇବେଲ6 ସେ ଯେ ଦରିଦ୍ରମାନଙ୍କ ନିମନ୍ତେ ଚିନ୍ତା କରୁଥିଲା ବୋଲି ଏହା କହିଲା, ତାହା ନୁହେଁ, କିନ୍ତୁ ସେ ଜଣେ ଚୋର, ଆଉ ତାହା ନିକଟରେ ଟଙ୍କାଥଳୀ ଥିବାରୁ, ସେଥିରେ ଯାହା ଯାହା ରଖାଯାଉଥିଲା, ତାହା ସେ ଚୋରି କରି ନେଇଯାଉଥିଲା । Gade chapit laପବିତ୍ର ବାଇବଲ (CL) NT (BSI)6 ଦରିଦ୍ରମାନଙ୍କ ପ୍ରତି ଯିହୁଦାର ଦରଦ ଥିବାରୁ ଯେ ସେ ଏ କଥା କହିଥିଲା, ତା’ ନୁହେଁ। ସେ ଥିଲା ଗୋଟିଏ ଚୋର। ତା’ ଦାୟିତ୍ୱରେ ଥିବା ଟଙ୍କା ଥଳୀରୁ ସେ କିଛି କିଛି ଆତ୍ମସାତ୍ କରୁଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେ ଯେ ଦରିଦ୍ରମାନଙ୍କ ନିମନ୍ତେ ଚିନ୍ତା କରୁଥିଲା ବୋଲି ଏହା କହିଲା, ତାହା ନୁହେଁ, କିନ୍ତୁ ସେ ଜଣେ ଚୋର, ଆଉ ତାହା ନିକଟରେ ଟଙ୍କାଥଳୀ ଥିବାରୁ, ସେଥିରେ ଯାହା ଯାହା ରଖାଯାଉଥିଲା, ତାହା ସେ ଚୋରି କରି ନେଇଯାଉଥିଲା। Gade chapit la |