Biblia Todo Logo
Bib sou entènèt

- Piblisite -




ଯୋହନ 13:16 - ପବିତ୍ର ବାଇବଲ

16 ମୁଁ ଏହା ସତ୍ୟ କହୁଛି, ଜଣେ ସେବକ ତା'ର ପ୍ରଭୁଠାରୁ ବଡ଼ ନୁହେଁ। ଯେଉଁ ଲୋକକୁ କିଛି କାର୍ଯ୍ୟ କରିବା ପାଇଁ ପଠାଯାଇଛି, ସେ ପ୍ରେରଣକର୍ତ୍ତାଙ୍କଠାରୁ ବଡ଼ ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, କିମ୍ଵା ପ୍ରେରିତ ଆପଣା ପ୍ରେରକଠାରୁ ଶ୍ରେଷ୍ଠ ନୁହେଁ।

Gade chapit la Kopi

ଓଡିଆ ବାଇବେଲ

16 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, କିମ୍ବା ପ୍ରେରିତ ଆପଣା ପ୍ରେରକଠାରୁ ଶ୍ରେଷ୍ଠ ନୁହେଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ମୁଁ ସତ୍ୟ କହୁଛି, କୌଣସି ଦାସ ତା’ର ମାଲିକଠାରୁ ବଡ଼ ନୁହେଁ, କିମ୍ବା କୌଣସି ବାର୍ତ୍ତାବହ ତା’ର ପ୍ରେରଣକର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, କିମ୍ବା ପ୍ରେରିତ ଆପଣା ପ୍ରେରକଠାରୁ ଶ୍ରେଷ୍ଠ ନୁହେଁ।

Gade chapit la Kopi




ଯୋହନ 13:16
7 Referans Kwoze  

ଜଣେ ଛାତ୍ର ତା’ ଶିକ୍ଷକଠାରୁ ବଡ଼ ହେଇ ପାରିବ ନାହିଁ। କିନ୍ତୁ ଛାତ୍ର ଜଣକ ପ୍ରତ୍ୟେକ ବିଷୟ ସମ୍ପୂର୍ଣ୍ଣ ଶିଖି ସାରିବା ପରେ ନିଜ ଶିକ୍ଷକଙ୍କ ସମାନ ହୋଇଯାଏ।


“ମୁଁ ତୁମ୍ଭକୁ ଯାହା କହିଥିଲି ତାହା ମନେରଖ: ଜଣେ ଗ୍ଭକର ତା'ର ମୁନିବଠାରୁ ବଡ଼ ନୁହେଁ। ଯଦି ଲୋକମାନେ ମୋତେ ତାଡ଼ନା କରିଛନ୍ତି, ତେବେ ସେମାନେ ତୁମ୍ଭକୁ ମଧ୍ୟ ତାଡ଼ନା କରିବେ। ସେମାନେ ମୋର ଉପଦେଶ ମାନିଛନ୍ତି, ତେଣୁ ତୁମ୍ଭର ଉପଦେଶ ମଧ୍ୟ ମାନିବେ।


ଯୀଶୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ଜଣେ ଲୋକ ନିଶ୍ଚିତ ଭାବେ ଜଳ ଓ ଆତ୍ମାରୁ ଜନ୍ମ ହେବା ଆବଶ୍ୟକ। ଯଦି କୌଣସି ଲୋକ ଜଳ ଓ ଆତ୍ମାରୁ ହୋଇ ନ ଥାଏ, ତେବେ ସେ କଦାପି ପରମେଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରି ପାରିବ ନାହିଁ।


ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି। ପ୍ରତ୍ୟେକ ବ୍ୟକ୍ତି ନିଶ୍ଚିତ ରୂପେ ପୁନର୍ବାର ଜନ୍ମ ହେବା ଆବଶ୍ୟକ। ଯଦି କୌଣସି ଲୋକ ପୁନର୍ବାର ଜନ୍ମ ନ ହୁଏ, ତେବେ ସେ ଲୋକ ପରମେଶ୍ୱରଙ୍କର ରାଜ୍ୟରେ କଦାପି ପ୍ରବେଶ କରି ପାରିବ ନାହିଁ।”


ତୀତସଙ୍କ ସମ୍ବନ୍ଧରେ ଏହା କୁହେ ଯେ, ସେ ମୋର ସହକର୍ମୀ ଓ ସେ ମୋ’ ସହିତ କାର୍ଯ୍ୟ କରି ତୁମ୍ଭମାନଙ୍କୁ ସାହାଯ୍ୟ କରୁଛନ୍ତି। ଅନ୍ୟ ଭାଇମାନଙ୍କ ବିଷୟରେ ଏହା କ ହେ ଯେ, ସେମାନେ ବିଭିନ୍ନ ମଣ୍ଡଳୀଗୁଡ଼ିକରୁ ପଠା ଯାଇଛନ୍ତି, ଓ ଖ୍ରୀଷ୍ଟଙ୍କ ପାଇଁ ଗୌରବ ସ୍ୱରୂପ।


ଏପାଫ୍ରାଦିତ ଖ୍ରୀଷ୍ଟଙ୍କଠାରେ ମୋର ଭାଇ। ସେ ମୋ’ ସହିତ ଖ୍ରୀଷ୍ଟ-ବାହିନୀର ଜଣେ ସେବକ ଓ କାର୍ଯ୍ୟକାରୀ। ମୋ’ ଦରକାର ବେଳେ ତୁମ୍ଭେମାନେ ତାହାଙ୍କୁ ମୋ’ ସାହାଯ୍ୟ ପାଇଁ ପଠାଇଥିଲ। ମୁଁ ଭାବୁଛି ଏବେ ପୁନର୍ବାର ମୁଁ ତାହାଙ୍କୁ ତୁମ୍ଭ ପାଖକୁ ଫେରାଇ ଦେବି।


Swiv nou:

Piblisite


Piblisite