ଯୋହନ 13:21 - ପବିତ୍ର ବାଇବଲ21 ଯୀଶୁ ଏ କଥା କହିବା ପରେ ସେ ବହୁତ ଦୁଃଖିତ ହେଲେ। ସେ ମୁକ୍ତରେ କହିଲେ, “ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋ’ ବିରୁଦ୍ଧରେ ଯିବ।” Gade chapit laପବିତ୍ର ବାଇବଲ (Re-edited) - (BSI)21 ଯୀଶୁ ଏହିସମସ୍ତ କଥା କହିଲା ଉତ୍ତାରେ ଆତ୍ମାରେ ଉଦ୍ବିଗ୍ନ ହେଲେ ଓ ସାକ୍ଷ୍ୟ ଦେଇ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁହସ୍ତରେ ସମର୍ପଣ କରିବମ। Gade chapit laଓଡିଆ ବାଇବେଲ21 ଯୀଶୁ ଏହି ସମସ୍ତ କଥା କହିଲା ଉତ୍ତାରେ ଆତ୍ମାରେ ଉଦ୍ବିଗ୍ନ ହେଲେ ଓ ସାକ୍ଷ୍ୟ ଦେଇ କହିଲେ, ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ। Gade chapit laପବିତ୍ର ବାଇବଲ (CL) NT (BSI)21 ଏହା ପରେ ଯୀଶୁ ଦୁଃଖରେ ବ୍ୟାକୁଳ ହୋଇ ପ୍ରକାଶ୍ୟରେ କହିଲେ, “ମୁଁ ସତ୍ୟ କହୁଛି, ତୁମ ମଧ୍ୟରୁ ଜଣେ ମୋ’ ପ୍ରତି ବିଶ୍ୱାସଘାତକତା କରିବାକୁ ଯାଉଛି।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଯୀଶୁ ଏହି ସମସ୍ତ କଥା କହିଲା ଉତ୍ତାରେ ଆତ୍ମାରେ ଉଦ୍ବିଗ୍ନ ହେଲେ ଓ ସାକ୍ଷ୍ୟ ଦେଇ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।” Gade chapit la |