ଯୋହନ 13:23 - ପବିତ୍ର ବାଇବଲ23 ଯୀଶୁଙ୍କ ପାଖରେ ଆଉ ଜଣେ ଶିଷ୍ୟ ବସିଥିଲା। ଯୀଶୁ ତାହାକୁ ବହୁତ ଭଲ ପାଉଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)23 ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ - ଯାହାକୁ ଯୀଶୁ ପ୍ରେମ କରୁଥିଲେ - ସେ ଯୀଶୁଙ୍କ ଦକ୍ଷିଣ ପାଖରେ ବସି ଭୋଜନ କରୁଥିଲେ। Gade chapit laଓଡିଆ ବାଇବେଲ23 ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ - ଯାହାକୁ ଯୀଶୁ ପ୍ରେମ କରୁଥିଲେ - ସେ ଯୀଶୁଙ୍କ ଦକ୍ଷିଣ ପାଖରେ ବସି ଭୋଜନ କରୁଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)23 ସେମାନଙ୍କ ମଧ୍ୟରୁ ଯେଉଁ ଶିଷ୍ୟଙ୍କୁ ଯୀଶୁ ଅତି ଭଲ ପାଉଥିଲେ, ସେ ଯୀଶୁଙ୍କ ଆଡ଼କୁ ଆଉଜି ବସିଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ଯାହାକୁ ଯୀଶୁ ପ୍ରେମ କରୁଥିଲେ, ସେ ଯୀଶୁଙ୍କ ଦକ୍ଷିଣ ପାଖରେ ବସି ଭୋଜନ କରୁଥିଲେ। Gade chapit la |
ପରମେଶ୍ୱରଙ୍କୁ କୌଣସି ଲୋକ କେବେ ଦେଖି ନାହିଁ, କିନ୍ତୁ ଏକ ମାତ୍ର ପୁତ୍ର ଯୀଶୁଙ୍କୁ। ସେ ନିଜେ ହେଉଛନ୍ତି ପରମେଶ୍ୱର। ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ସେ ଆମ୍ଭମାନଙ୍କୁ ଦେଖାଇଅଛନ୍ତି। ଯିଏ ଯୀଶୁଙ୍କୁ ଦେଖିଅଛି, ସେ ପରମେଶ୍ୱରଙ୍କୁ ଦେଖିଅଛି।” ସେ ପରମପିତାଙ୍କର ଅତି ନିକଟତମ। ପରମେଶ୍ୱର କିପରି ଅଟନ୍ତି, ଏହା ସେ ଆମ୍ଭମାନଙ୍କୁ ଦେଖାଇଅଛନ୍ତି।