ଯୋହନ 13:4 - ପବିତ୍ର ବାଇବଲ4 ସେମାନେ ଖାଇବା ସମୟରେ ଯୀଶୁ ଠିଆ ହୋଇ ପିନ୍ଧିଥିବା ଲମ୍ବା ପୋଷାକଟି ଖୋଲିଦେଲେ। ସେ ଅଣ୍ଟାରେ ଗୋଟିଏ ତଉଲିଆ ଗୁଡ଼େଇ ହୋଇ ପଡ଼ିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଏହା ଜାଣି ସେ ଭୋଜନ ଆସନରୁ ଉଠି ଆପଣାର ବସ୍ତ୍ର କାଢ଼ି ଦେଇ ଗୋଟିଏ ଗାମୁଛା ଘେନି ଆପଣାର କଟୀ ବନ୍ଧନ କଲେ। Gade chapit laଓଡିଆ ବାଇବେଲ4 ଏହା ଜାଣି ସେ ଭୋଜନ ଆସନରୁ ଉଠି ଆପଣାର ବସ୍ତ୍ର କାଢ଼ି ଦେଇ ଗୋଟିଏ ଗାମୁଛା ଘେନି ଆପଣାର କଟି ବନ୍ଧନ କଲେ । Gade chapit laପବିତ୍ର ବାଇବଲ (CL) NT (BSI)4 ତେଣୁ ଯୀଶୁ ଆସନରୁ ଉଠିଯାଇ ତାଙ୍କ ଉତ୍ତରୀୟ ବାହାର କରିଦେଲେ ଓ ଅଣ୍ଟାରେ ଗୋଟିଏ ଗାମୁଛା ବାନ୍ଧିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏହା ଜାଣି ସେ ଭୋଜନ ଆସନରୁ ଉଠି ଆପଣାର ବାହ୍ୟ ବସ୍ତ୍ର କାଢ଼ି ଦେଇ ଗୋଟିଏ ଗାମୁଛା ଘେନି ଆପଣାର କଟି ବନ୍ଧନ କଲେ। Gade chapit la |