ଯୋହନ 13:6 - ପବିତ୍ର ବାଇବଲ6 ଯୀଶୁ ଶିମୋନ ପିତରଙ୍କ ପାଖକୁ ଆସିଲେ। କିନ୍ତୁ ପିତର ତାହାଙ୍କୁ କହିଲେ, “ପ୍ରଭୁ, ତୁମେ ମୋର ପାଦ ଧୋଇବା ଉଚିତ୍ ନୁହେଁ।” Gade chapit laପବିତ୍ର ବାଇବଲ (Re-edited) - (BSI)6 କ୍ରମେ ସେ ଶିମୋନ ପିତରଙ୍କ ନିକଟକୁ ଆସିଲେ; ସେ ତାହାଙ୍କୁ କହିଲେ, ପ୍ରଭୋ, ଆପଣ ମୋର ପାଦ ଧୋଇଦେଉଅଛନ୍ତି? Gade chapit laଓଡିଆ ବାଇବେଲ6 କ୍ରମେ ସେ ଶିମୋନ ପିତରଙ୍କ ନିକଟକୁ ଆସିଲେ; ସେ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ମୋର ପାଦ ଧୋଇ ଦେଉଅଛନ୍ତି ? Gade chapit laପବିତ୍ର ବାଇବଲ (CL) NT (BSI)6 ଯେତେବେଳ ସେ ଶିମୋନ ପିତରଙ୍କ ନିକଟକୁ ଆସିଲେ; ପିତର ପଚାରିଲେ, “ପ୍ରଭୁ, ଆପଣ କ’ଣ ମୋର ପାଦ ଧୋଇଦେବେ?” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କ୍ରମେ ସେ ଶିମୋନ ପିତରଙ୍କ ନିକଟକୁ ଆସିଲେ; ସେ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ମୋହର ପାଦ ଧୋଇ ଦେଉଅଛନ୍ତି? Gade chapit la |