ଯୋହନ 14:1 - ପବିତ୍ର ବାଇବଲ1 ଯୀଶୁ କହିଲେ, “ତୁମ୍ଭେମାନଙ୍କର ହୃଦୟ ଦୁଃଖିତ ନ ହେଉ। ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖିଥାଅ। ମୋ'ଠାରେ ମଧ୍ୟ ବିଶ୍ୱାସ ରଖ, Gade chapit laପବିତ୍ର ବାଇବଲ (Re-edited) - (BSI)1 ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ ନ ହେଉ; ତୁମ୍ଭେମାନେ ଈଶ୍ଵରଙ୍କଠାରେ ବିଶ୍ଵାସ କର, ମୋʼଠାରେ ମଧ୍ୟ ବିଶ୍ଵାସ କର। Gade chapit laଓଡିଆ ବାଇବେଲ1 ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ ନ ହେଉ; ତୁମ୍ଭେମାନେ ଈଶ୍ୱରଙ୍କଠାରେ ବିଶ୍ୱାସ କର, ମୋ'ଠାରେ ମଧ୍ୟ ବିଶ୍ୱାସ କର । Gade chapit laପବିତ୍ର ବାଇବଲ (CL) NT (BSI)1 ଯୀଶୁ କହିଲେ, “ତୁମ୍ଭେମାନେ ଉଦ୍ବିଗ୍ନ ହୁଅ ନାହିଁ।” ତୁମ୍ଭେମାନେ ଈଶ୍ୱରଙ୍କଠାରେ ବିଶ୍ୱାସ କରୁଛ। ମୋ’ଠାରେ ମଧ୍ୟ ବିଶ୍ୱାସ କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 “ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ ନ ହେଉ; ତୁମ୍ଭେମାନେ ଈଶ୍ବରଙ୍କଠାରେ ବିଶ୍ୱାସ କର, ମୋʼ ଠାରେ ମଧ୍ୟ ବିଶ୍ୱାସ କର। Gade chapit la |
ଯଦି ତୁମ୍ଭେମାନେ ଶୁଣ ଯେ, ପ୍ରଭୁଙ୍କର ସେହି ଦିନଟି ଆସିଗଲାଣି, ତୁମ୍ଭେମାନେ ଚିନ୍ତାରେ ସହଜରେ ବିବ୍ରତ ହୋଇ ଯାଅ ନାହିଁ କି ଭୟ କର ନାହିଁ। କେତେଜଣ ଏହାକୁ କୌଣସି ଭବିଷ୍ୟଦ୍ବାଣୀ ବା କୌଣସି ସମ୍ବାଦ ବୋଲି କହି ପାରନ୍ତି, କିମ୍ବା କେତେକ ଲୋକ ଏହାକୁ ଆମ୍ଭର ଏକ ଚିଠି ବୋଲି କହି ପାରନ୍ତି ଓ ଦାବି କରି ପାରନ୍ତି ଯେ, ଆମ୍ଭମାନଙ୍କ ଦ୍ୱାରା ଏହି ପତ୍ର ଲେଖାଯାଇଅଛି।