Biblia Todo Logo
Bib sou entènèt

- Piblisite -




ଯୋହନ 14:5 - ପବିତ୍ର ବାଇବଲ

5 ଥୋମା କହିଲେ, “ପ୍ରଭୁ, ଆପଣ କେଉଁଆଡ଼େ ଯାଉଛନ୍ତି, ଆମ୍ଭେ ଜାଣି ନାହୁଁ। ତେଣୁ ସେଠାକୁ ଯିବାର ପଥ ଆମ୍ଭେ ଜାଣିବୁ କିପରି?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଥୋମା ତାହାଙ୍କୁ ପଚାରିଲେ, ପ୍ରଭୋ, ଆପଣ କେଉଁ ସ୍ଥାନକୁ ଯାଉଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହିଁ; ପଥ ବା କିପରି ଜାଣି ପାରୁ?

Gade chapit la Kopi

ଓଡିଆ ବାଇବେଲ

5 ଥୋମା ତାହାଙ୍କୁ ପଚାରିଲେ, ପ୍ରଭୁ, ଆପଣ କେଉଁ ସ୍ଥାନକୁ ଯାଉଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହିଁ; ପଥ ବା କିପରି ଜାଣି ପାରୁ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଥୋମା କହିଲେ, “ପ୍ରଭୁ, ଆପଣ କେଉଁଠାକୁ ଯାଉଛନ୍ତି, ଆମେ ଜାଣି ନାହୁଁ; ସେଠାକୁ ଯିବାର ବାଟ କିପରି ଜାଣିବୁ?”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଥୋମା ତାହାଙ୍କୁ ପଚାରିଲେ, ପ୍ରଭୁ, ଆପଣ କେଉଁ ସ୍ଥାନକୁ ଯାଉଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହିଁ; ପଥ ବା କିପରି ଜାଣି ପାରୁ?

Gade chapit la Kopi




ଯୋହନ 14:5
10 Referans Kwoze  

ତା'ପରେ ଥୋମା ଯାହାଙ୍କୁ ଦିଦୁମ କୁହାଯାଉଥିଲା ସେ ଅନ୍ୟ ଶିଷ୍ୟଙ୍କୁ କହିଲେ, “ଗ୍ଭଲ ଆମ୍ଭେମାନେ ମଧ୍ୟ ଯିବା ଓ ଯୀଶୁଙ୍କ ସହିତ ଯିହୂଦାରେ ମରିବା।”


ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ କାହିଁକି ବିଶ୍ୱାସ କରୁ ନାହଁ? କେତେ କାଳ ମୁଁ ତୁମ୍ଭମାନଙ୍କ ସହିତ ଥିବି? କେତେ କାଳ ମୁଁ ତୁମ୍ଭମାନଙ୍କର ସବୁ ସହୁଥିବି? ସେହି ପିଲାକୁ ମୋ’ ପାଖକୁ ନେଇ ଆସ।”


ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଛି! ଯେପରି ମୁଁ ତୁମ୍ଭକୁ ପ୍ରେମ କରିଛି ତୁମ୍ଭେମାନେ ମଧ୍ୟ ପରସ୍ପରକୁ ସେହିପରି ପ୍ରେମ କର।


ତା'ପରେ ଯୀଶୁ ସେହି ଦୁଇଜଣ ଲୋକଙ୍କୁ କହିଲେ, “ତୁମ୍ଭେମାନେ କେତେ ବୋକା। ଭବିଷ୍ୟ‌ଦ୍‌ବକ୍ତାମାନେ ଯାହାସବୁ କହିଥିଲେ, ସେହି ସତ୍ୟକୁ ବିଶ୍ୱାସ କରିବାରେ ତୁମ୍ଭେମାନେ କେତେ ମନ୍ଥର।


ଫିଲି‌ପ୍‌ପ ଓ ବାର୍ଥଲମି, ଥୋମା ଓ କରଆଦାୟକାରୀ ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ ଓ ଥଦ୍ଦୀୟ,


ମୁଁ ଯେଉଁଠାକୁ ଯାଉଛି, ତୁମ୍ଭେମାନେ ସେଠାକୁ ଯିବାର ପଥ ଜାଣ।”


ବର୍ତ୍ତମାନ ମୁଁ ମୋର ପ୍ରେରଣକର୍ତ୍ତାଙ୍କ ପାଖକୁ ଯାଉଛି। କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ମୋତେ କେହି ପଗ୍ଭରୁ ନାହଁ, “ତୁମ୍ଭେ କେଉଁଆଡ଼େ ଯାଉଛ?”


Swiv nou:

Piblisite


Piblisite