ଯୋହନ 14:8 - ପବିତ୍ର ବାଇବଲ8 ଫିଲିପ୍ପ ଯୀଶୁଙ୍କୁ କହିଲେ, “ପ୍ରଭୁ, ଆମ୍ଭକୁ ପରମପିତାଙ୍କୁ ଦେଖାନ୍ତୁ। ଆମ୍ଭର ସେତିକି ଦରକାର।” Gade chapit laପବିତ୍ର ବାଇବଲ (Re-edited) - (BSI)8 ଫିଲିପ୍ପ ତାହାଙ୍କୁ କହିଲେ, ପ୍ରଭୋ, ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ, ତାହା ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ। Gade chapit laଓଡିଆ ବାଇବେଲ8 ଫିଲିପ୍ପ ତାହାଙ୍କୁ କହିଲେ, ପ୍ରଭୁ, ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ, ତାହା ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ । Gade chapit laପବିତ୍ର ବାଇବଲ (CL) NT (BSI)8 ଫିଲିପ୍ କହିଲେ, “ପ୍ରଭୁ, ପିତାଙ୍କୁ ଦେଖାଇ ଦିଅନ୍ତୁ। ସେତିକି ଆମ ପାଇଁ ଯଥେଷ୍ଟ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଫିଲିପ୍ପ ତାହାଙ୍କୁ କହିଲେ, ପ୍ରଭୁ, ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ, ତାହା ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ। Gade chapit la |