ଯୋହନ 15:10 - ପବିତ୍ର ବାଇବଲ10 ମୁଁ ମୋର ପରମପିତାଙ୍କର ଆଜ୍ଞା ମାନିଛି ଓ ମୁଁ ତାହାଙ୍କ ପ୍ରେମରେ ରହିଛି। ସେହିପରି ତୁମ୍ଭେ ଯଦି ମୋର ଆଜ୍ଞା ପାଳନ କରିବ, ତୁମ୍ଭେ ମୋ’ ପ୍ରେମରେ ରହିବ। Gade chapit laପବିତ୍ର ବାଇବଲ (Re-edited) - (BSI)10 ମୁଁ ଯେପରି ମୋହର ପିତାଙ୍କ ଆଜ୍ଞା ପାଳନ କରି ତାହାଙ୍କ ପ୍ରେମରେ ସ୍ଥିର ହୋଇ ରହିଥାଏ, ସେପ୍ରକାର ତୁମ୍ଭେମାନେ ଯେବେ ମୋହର ଆଜ୍ଞା ପାଳନ କର, ତାହାହେଲେ ମୋହର ପ୍ରେମରେ ସ୍ଥିର ହୋଇ ରହିବ। Gade chapit laଓଡିଆ ବାଇବେଲ10 ମୁଁ ଯେପରି ମୋହର ପିତାଙ୍କ ଆଜ୍ଞା ପାଳନ କରି ତାହାଙ୍କ ପ୍ରେମରେ ସ୍ଥିର ହୋଇ ରହିଥାଏ, ସେପ୍ରକାର ତୁମ୍ଭେମାନେ ଯେବେ ମୋହର ଆଜ୍ଞା ପାଳନ କର, ତାହାହେଲେ ମୋହର ପ୍ରେମରେ ସ୍ଥିର ହୋଇ ରହିବ । Gade chapit laପବିତ୍ର ବାଇବଲ (CL) NT (BSI)10 ମୁଁ ଯେପରି ମୋ’ ପିତାଙ୍କ ଆଜ୍ଞା ପାଳନ କରି ତାଙ୍କ ପ୍ରେମରେ ଅବିଚଳିତ ରହିଥାଏ, ତୁମେ ମଧ୍ୟ ସେହିପରି ମୋର ଆଜ୍ଞା ପାଳନ କଲେ, ମୋ’ ପ୍ରେମରେ ସ୍ଥିର ହୋଇ ରହିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମୁଁ ଯେପରି ମୋହର ପିତାଙ୍କ ଆଜ୍ଞା ପାଳନ କରି ତାହାଙ୍କ ପ୍ରେମରେ ସ୍ଥିର ହୋଇ ରହିଥାଏ, ସେପ୍ରକାର ତୁମ୍ଭେମାନେ ଯେବେ ମୋହର ଆଜ୍ଞା ପାଳନ କର, ତାହାହେଲେ ମୋହର ପ୍ରେମରେ ସ୍ଥିର ହୋଇ ରହିବ। Gade chapit la |
ଭାଇ ଓ ଭଉଣୀମାନେ! ବର୍ତ୍ତମାନ ତୁମ୍ଭମାନଙ୍କୁ ମୋର କେତେକ ଅନ୍ୟ କଥାଗୁଡ଼ିକ କହିବାକୁ ଅଛି। ପରମେଶ୍ୱରଙ୍କୁ ପ୍ରସନ୍ନ କରି ପାରୁଥିବା ଜୀବନଯାପନ ପ୍ରଣାଳୀ ବିଷୟରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଶିଖାଇଛୁ। ତୁମ୍ଭେମାନେ ସେହିଭଳି ଜୀବନଯାପନ କରୁଛ। ପ୍ରଭୁ ଯୀଶୁଙ୍କ ପାଇଁ ଅଧିକରୁ ଅଧିକ ସେହିଭଳି ଜୀବନଯାପନ କରିବା ପାଇଁ ଆମ୍ଭେ ତୁମ୍ଭମାନଙ୍କୁ କହୁଛୁ ଓ ଉତ୍ସାହିତ ମଧ୍ୟ କରୁଛୁ।