ଯୋହନ 15:9 - ପବିତ୍ର ବାଇବଲ9 “ମୋ’ ପରମପିତା ମୋତେ ଯେପରି ପ୍ରେମ କରୁଥିଲେ, ମୁଁ ତୁମ୍ଭକୁ ସେହିପରି ପ୍ରେମ କରିଛି। ବର୍ତ୍ତମାନ ମୋ’ ପ୍ରେମରେ ସ୍ଥିର ରୁହ। Gade chapit laପବିତ୍ର ବାଇବଲ (Re-edited) - (BSI)9 ପିତା ଯେପ୍ରକାର ମୋତେ ପ୍ରେମ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାର ତୁମ୍ଭମାନଙ୍କୁ ପ୍ରେମ କରିଅଛି; ମୋହର ପ୍ରେମରେ ସ୍ଥିର ହୋଇ ରହିଥାଅ। Gade chapit laଓଡିଆ ବାଇବେଲ9 ପିତା ଯେପ୍ରକାର ମୋତେ ପ୍ରେମ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାର ତୁମ୍ଭମାନଙ୍କୁ ପ୍ରେମ କରିଅଛି; ମୋହର ପ୍ରେମରେ ସ୍ଥିର ହୋଇ ରହିଥାଅ । Gade chapit laପବିତ୍ର ବାଇବଲ (CL) NT (BSI)9 ମୋତେ ପିତା ଯେପରି ପ୍ରେମ କରନ୍ତି, ତୁମ୍ଭମାନଙ୍କୁ ମୁଁ ଠିକ୍ ସେହିପରି ପ୍ରେମ କରେ। ମୋ’ ପ୍ରେମରେ ତୁମେ ଅବିଚଳିତ ହୋଇ ରହିଥାଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପିତା ଯେପ୍ରକାର ମୋତେ ପ୍ରେମ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାର ତୁମ୍ଭମାନଙ୍କୁ ପ୍ରେମ କରିଅଛି; ମୋହର ପ୍ରେମରେ ସ୍ଥିର ହୋଇ ରହିଥାଅ। Gade chapit la |